ରୁଷିଆ ସହ ଯୁଦ୍ଧ ଲଢ଼ୁଛନ୍ତି ରାମଚରଣଙ୍କ ବଡିଗାର୍ଡ; ସହାୟତା କରି ଚର୍ଚ୍ଚାରେ…

ହାଇଦ୍ରାବାଦ: ଆଉ ଦିନକ ପରେ ପରଦାକୁ ଆସିବ ଏସ୍‌.ଏସ୍‌. ରାଜାମୌଲୀଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’। ଏଥିରେ ମୁଖ୍ୟ ଭୂମିକାରେ ରାମ ଚରଣ ଏବଂ ଜୁନିୟର ଏନ୍‌ଟିଆର୍‌ ନଜର ଆସିବେ। ଫିଲ୍ମକୁ ନେଇ ଉଭୟ କଳାକାର ଚର୍ଚ୍ଚାରେ ଥିବା ବେଳେ ଏବେ ଭିନ୍ନ କାରଣକୁ ନେଇ ଖବର ଶିରୋନାମା ପାଲଟିଛନ୍ତି ରାମଚରଣ। ୟୁକ୍ରେନ୍‌ରେ ଯୁଦ୍ଧ ଲଢ଼ୁଥିବା ବଡ଼ିଗାର୍ଡ ରଷ୍ଟିଙ୍କ ପାଇଁ ସହାୟତାର ହାତ ବଢ଼ାଇଛନ୍ତି ସେ। ରଷ୍ଟି ଏକ ଭିଡିଓ ଜାରି କରି ସୁପରଷ୍ଟାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

‘ଆର୍‌ଆର୍‌ଆର୍‌’ର ଏକ ଗୀତ ୟୁକ୍ରେନ୍‌ର କ୍ୱିଭ୍‌ରେ ଶୁଟିଂ କରାଯାଇଥିଲା। ଏହି ସମୟରେ ରାମ ଚରଣଙ୍କ ବଡିଗାର୍ଡ ଥିଲେ ରଷ୍ଟି। କିଛିଦିନ ତଳେ ଅଭିନେତା ସେଠାକାର ପରିସ୍ଥିତି ଏବଂ ପରିବାରର ଲୋକଙ୍କ ବିଷୟରେ ତାଙ୍କଠାରୁ ପଚାରି ବୁଝିଥିଲେ। ଏହାର ଜବାବରେ ସେ ସେଠାକାର ସେନାରେ ଯୋଗ ଦେଇଥିବା ରଷ୍ଟି କହିଥିଲେ। ଏହାଶୁଣି ରାମଚରଣ ତାଙ୍କ ସ୍ତ୍ରୀଙ୍କୁ ଟଙ୍କା ପଠାଇବା ସହ ପରିବାରର ଯତ୍ନ ନେବାକୁ କହିଥିଲେ।

ରାମଚରଣଙ୍କ ଏଭଳି ସହାୟତା ବିଷୟରେ ରଷ୍ଟି ଭିଡିଓ ଜାରି କରି କହିଛନ୍ତି। ପ୍ରଯୋଜକ ବି.ଏ. ରାଜୁ ଭିଡିଓକୁ ଟୁଇଟରରେ ଶେୟାର କରିଛନ୍ତି। ଏହା ବେଶ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri