ଜାପାନରେ ‘ଆରଆରଆର’ର ଜଲୱା, ଗୋଟିଏ ସପ୍ତାହରେ ସବୁଠାରୁ ଅଧିକ ଆୟ କରିଥିବା ଭାରତୀୟ ଫିଲ୍ମ ତାଲିକାରେ ସାମିଲ

ମୁମ୍ବାଇ: ରାମ ଚରଣ ଓ ଜୁନିୟର ଏନଟିଆରଙ୍କ ଅଭିନୀତ ଏସ ଏସ ରାଜାମୌଳିଙ୍କ ବ୍ଲକବଷ୍ଟର ମୁଭି ‘ଆରଆରଆର’ ଜାପାନି ବକ୍ସ ଅଫିସରେ ଜବରଦସ୍ତ ବ୍ୟବସାୟ କରିବାରେ ଲାଗିଛି । ସାରା ବିଶ୍ୱରେ ପ୍ରଭାବଶାଳୀ ପ୍ରଦର୍ଶନ ପରେ ଏହା ୧୧୦୦ କୋଟିରୁ ଅଧିକ ଆୟ କରିଥିଲା । ସେଥିମଧ୍ୟରୁ ଉତ୍ତର ଆମେରିକାରେ ଏହା ୧୧୦କୋଟିରୁ ଅଧିକ ବ୍ୟବସାୟ କରିଥିଲା । ଏବେ ଏହି ଫିଲ୍ମ ୨୧ ଅକ୍ଟୋବରରେ ଜାପାନରେ ରିଲିଜ୍ ହୋଇଥିଲା ।
କିଜୋ କବାଟାର ଟ୍ୱିନ ଜାପାନର ୪୪ ସହର ଓ ଅଞ୍ଚଳରେ ୨୦୯ ସ୍କ୍ରିନ ଓ ୩୧ ଆୟିମ୍ୟାକ୍ସ ସ୍କ୍ରିନରେ ‘ଆରଆରଆର’ ରିଲିଜ ହୋଇଥିଲା । ଯାହା ପୂର୍ବ ଏସିଆ ରାଷ୍ଟ୍ରରେ ଏକ ଭାରତୀୟ ଫିଲ୍ମ ପାଇଁ ସବୁଠାରୁ ବ୍ୟାପକ । ରଜନୀକାନ୍ତ ସବୁଠାରୁ ଲୋକପ୍ରିୟ ଭାରତୀୟ ଷ୍ଟାର । ରଜାମୌଳି, ଏନଟିଆର ଜୁନିୟର ଓ ରାମ ଚରଣ ଫିଲ୍ମର ପ୍ରଚାର ପାଇଁ ଜାପାନ ଯାଇଥିଲେ ।
ଟ୍ୱିନର ସୂଚନା ଅନୁଯାୟୀ, ଗୋଟିଏ ସପ୍ତାହରେ ‘ଆରଆରଆର’ ଜେପିୱାଇ ୭୩ ମିଲିୟନ ଅର୍ଥାତ୍ ଭାରତୀୟ ମୁଦ୍ରାରେ ୪କୋଟିରୁ ଅଧିକ ଆୟ କରିଛି । ଯାହା ଭାପାନରେ ପ୍ରଥମ ଭାରତୀୟ ଫିଲ୍ମ ଭାବେ ଗୋଟିଏ ସପ୍ତାହରେ ଏତେ କଲେକସନ କରିଛି । ଟ୍ୱିନ ଅନୁମାନ କରିଛି ୧୦ ଦିନ ମଧ୍ୟରେ ଏହି ଫିଲ୍ମ ତା’ର ଲାଭ ଉଠାଇଦେବ ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri