ଏନ୍‌ଟିଆରଙ୍କ ଆଗରେ ଏଭଳି ପ୍ରତିଶ୍ରୁତି ରଖିଥିଲେ ନିର୍ଦ୍ଦେଶକ

ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲି ପ୍ରତିଶ୍ରୁତି ପାଳନ କରିବାରେ କେବେ ବିଫଳ ହୁଅନ୍ତି ନାହିଁ। ନିକଟରେ ଫିଲ୍ମଟି ଯଦି ସଫଳତା ହାସଲ କରେ ତେବେ ନର୍ଦ୍ଦେଶକ ‘ଆର୍‌ଆର୍‌ଆର୍‌’ର ଚର୍ଚ୍ଚିତ ଗୀତ ନାଟୁ ନାଟୁ ରେ ହୁକ୍‌ ଷ୍ଟେପ୍‌କରିବେ ବୋଲି ଅଭିନେତା ଜୁନିୟର ଏନ୍‌ଟିଆରଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଏବେ ସେହି ପ୍ରତିଶ୍ରୁତି ପାଳନ କରିଛନ୍ତି ରାଜାମୌଲି। ନାଟୁ ନାଟୁ ଗୀତରେ ସେ ନାଚିଥିଲେ ଯାହାକୁ ଦେଖି ଅଭିନେତା କରତାଳି ଦେଇଥିଲେ। ଜୁନିୟର ଏନ୍‌ଟିଆର ଏବଂ ରାମଚରଣଙ୍କ ଅଭିନୀତ ଫିଲ୍ମଟି ମାର୍ଚ୍ଚ ୨୫ରେ ପ୍ରେକ୍ଷାଳୟକୁ ଆସିଥିଲା। ଯାହା ଏବେ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ୧୦ ଦିନରେ ଫିଲ୍ମଟି ୧୦୦ କୋଟି ପାଖାପାଖି ପହଞ୍ଚିଥିବା କୁହାଯାଉଛି। ତେବେ ‘ଆର୍‌ଆର୍‌ଆର୍‌’ ବକ୍ସ ଅଫିସରେ ରେକର୍ଡ ଭାଙ୍ଗିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri