‘ଆରଆରଆର’ ଗୋଲଡେନ ଗ୍ଲୋବସ୍‌ ପୁରସ୍କାର ପାଇଁ ମନୋନୀତ

ମୁମ୍ବାଇ: ନିର୍ଦ୍ଦେଶକ ଏସ ଏସ ରାଜାମୌଲିଙ୍କ ଫିଲ୍ମ‘ଆରଆରଆର’ ବର୍ତ୍ତମାନ ଚଳିତ ବର୍ଷ ବିଗ୍‌ ବଜେଟ୍‌ ଚଳଚ୍ଚିତ୍ର। ଯାହା ବକ୍ସ ଅଫିସରେ ଧମାକାଦାର ଆୟ କରି ସମସ୍ତ ରେକର୍ଡ ଭାଙ୍ଗିଛି। ବର୍ତ୍ତମାନ ଏହି ଫିଲ୍ମ ସମଗ୍ର ବିଶ୍ୱରେ ସମ୍ମାନଜନକ ଗୋଲଡେନ ଗ୍ଲୋବ ପୁରସ୍କାର ପାଇଁ ମନୋନୀତ ହୋଇଛି। ଏଥିପାଇଁ ରାଜାମୌଲିିଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ପ୍ରଭାସଙ୍କ ଠାରୁ କରଣ ଜୋହର ପର୍ଯ୍ୟନ୍ତ ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି ଖୁସି ବ୍ୟକ୍ତ କରିଛନ୍ତି। କରଣ ଜୋହର ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ଲେଖିଛନ୍ତି, ‘ଗୋ ଟିମ୍‌ ‘ଆରଆରଆର’ ଗୋଲଡେନ ଗ୍ଲୋବସ୍‌। ଏହା ଅବିଶ୍ୱସନୀୟ ଏବଂ ଆଗାମୀ ଯାତ୍ରାର ଆରମ୍ଭ ମାତ୍ର। ରାଜାମୌଲିଙ୍କ ବାହୁବଳୀ ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ପ୍ରଭାସ ଇନଷ୍ଟାଗ୍ରାମରେ ଲେଖିଛନ୍ତି ଯେ ଗୋଲଡେନ ଗ୍ଲୋବସ ପୁରସ୍କାର ପାଇଁ ‘ଆରଆରଆର’ମନୋନୀତ ହୋଇଥିବାରୁ ମୁଁ ନିଜକୁ ଗର୍ବିତ ଅନୁଭବ କରୁଛି। ଏହି ସଫଳତା ପାଇଁ ସେ ଫିଲ୍ମର ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମରଜେନ୍ସି ଲ୍ୟାଣ୍ଡିଂ ସମୟରେ ଜଳିଗଲା ବିମାନ, ସାମ୍ନାକୁ ଆସିଲା ଲୋମ ଟାଙ୍କୁରା ଭିଡ଼ିଓ

କିନସାସା,୮।୬: ଡୋମିନିକାନ ଗଣରାଜ୍ୟର ଏକ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବିମାନରେ ଥିବା ଉଭୟ…

TVK ଏଣ୍ଟ୍ରି, DMK-AAP ଆଉଟ, ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗଦେବେ ରାହୁଲ, ମମତା, ଅଖିଳେଶ

ନୂଆଦିଲ୍ଲୀ,୮।୬: ପଶ୍ଚିମବଙ୍ଗରେ ଟିଏମସି ଏବଂ ତାମିଲନାଡୁରେ ଡିଏମକେର ପରାଜୟ ପରେ ପରିବର୍ତ୍ତନଶୀଳ ରାଜନୈତିକ ସମୀକରଣ ମଧ୍ୟରେ ସୋମବାର ଇଣ୍ଡିଆ ମେଣ୍ଟର ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି।…

ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ

ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲିର ଖଡ଼ିଆପଡ଼ାରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ…

କ୍ରାଇମ୍‌ବ୍ରାଞ୍ଚ ସ୍କାନର୍‌ରେ ଗଙ୍ଗଓ୍ବାର

ଭୁବନେଶ୍ୱର, ୮ା୬ (ତ୍ରିନାଥ ମହାନ୍ତି) ବାଲିଅନ୍ତା ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମ୍‌ ବ୍ରାଞ୍ଚ(ସିବି) ସ୍କାନରକୁ ଆସିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଦୟାଲ ଗଙ୍ଗଓ୍ବାର। ତାଙ୍କ ଘରେ…

୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି

ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍‌କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ…

ବକୁଳବନ ଢାଞ୍ଚାରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର/ଖୋର୍ଦ୍ଧା, ୮।୬ (ରବିନାରାୟଣ ଜେନା/ ପ୍ରଭାତ ପାଣିଗ୍ରାହୀ) ରାଜ୍ୟରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଏବଂ ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇ ଦେବାପାଇଁ ରାଜ୍ୟ ସରକାର…

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri