ଆସନ୍ତା ୨୫ରେ ଟେଲିଭିଜନରେ ପ୍ରସାରିତ ହେବ ‘ଆର୍‌ଆର୍‌ଆର୍‌’

ମୁମ୍ବାଇ: ଏସ୍‌ ଏସ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ଚଳିତ ବର୍ଷ ସୁପରହିଟ୍‌ ଫିଲ୍ମ ବୋଲି ପ୍ରମାଣିତ ହୋଇଛି। ଏହି ଫିଲ୍ମଟି ମାର୍ଚ୍ଚ ୨୪ରେ ପରଦାକୁ ଆସିଥିଲା। ଯାହା ବେଶ୍‌ ଲୋକପ୍ରିୟ ହୋଇଥିଲା। ବକ୍ସ ଅଫିସରେ ମଧ୍ୟ ରେକର୍ଡ ସଂଖ୍ୟକ ଆୟ କରିଥିଲା। ତେବେ ଏହି ଫିଲ୍ମକୁ ଆଉ ହଲ୍‌ କିମ୍ବା ଓଟିଟିରେ ଦେଖିବାକୁ ପଡିବ ନାହିଁ। ବର୍ତ୍ତମାନ ‘ଆର୍‌ଆର୍‌ଆର୍‌’କୁ ଟେଲିଭିଜନରେ ଦେଖିପାରିବେ। ସୂଚନାନୁଯାୟୀ, ଶୁକ୍ରବାର ଅର୍ଥାତ୍‌ ସେପ୍ଟେମ୍ବର ୨୫ ତାରିଖରେ ଫିଲ୍ମ ‘ଆର୍‌ଆର୍‌ଆର୍‌’ କେବଳ ଜି ଟିଭିରେ ପ୍ରସାରିତ ହେବ। ଯେଉଁମାନେ ହଲ୍‌ରେ ଦେଖି ନ ଥିଲେ। ସେମାନେ ସିଧାସଳଖ ଟିଭିରେ ଦେଖିବାକୁ ସୁଯୋଗ ପାଇବେ। ଏହି ଫିଲ୍ମରେ ରାମ ଚରଣ ଏବଂ ଜୁନିୟର ଏନ୍‌ଟିଆରଙ୍କ ବ୍ୟତୀତ ଆଲିଆ ଭଟ୍ଟ ଏବଂ ଅଜୟ ଦେବଗନ ପ୍ରମୁଖ ଭୂମିକାରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ନାମ ‘ବାୟୁ’ ରଖିଲେ ସୋନମ୍‌

ବମ୍ବେ: ପୁଅର ନାମକରଣ କରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର। ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ସୁନ୍ଦର ଫଟୋ ପୋଷ୍ଟ କରି ପୁଅର ପ୍ରଥମ...

ବଳାତ୍କାର ଅଭିଯୋଗରେ ବନ୍ଧାହେଲେ ନିର୍ଦ୍ଦେଶକ

ନୂଆଦିଲ୍ଲୀ: ଆରମ୍ଭ ହେବା ପୂର୍ବରୁ କ୍ୟାରିୟର ହେଲା ଶେଷ। ବନ୍ଧାହେଲେ ଫିଲ୍ମ ନିର୍ଦ୍ଦେଶକ। ବଳାତ୍କାର ଅଭିଯୋଗରେ ମଲୟାଲମ ଫିଲ୍ମ ନିର୍ଦ୍ଦେଶକ ଲିଜୁ କ୍ରିଷ୍ଣାଙ୍କୁ ପୋଲିସ ଗିରଫ...

ବିବାଦରେ ‘ରାମସେତୁ’

ମୁମ୍ବାଇ: ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଦିନ ଆଜିକାଲି ଭଲ ଚାଲି ନ ଥିବା ଜଣାପଡ଼ିଛି। ଗୋଟିଏ ପଟେ ବଚ୍ଚନ ପାଣ୍ଡେ ଏବଂ ସମ୍ରାଟ ପ୍ରୀତିରାଜଙ୍କ ସମେତ...

ଘୁଞ୍ଚିଲା ଫିଲ୍ମ ‘ଜର୍ସି’ର ରିଲିଜ୍‌ ତାରିଖ

ଶାହିଦ କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଜର୍ସି’ର ରିଲିଜ ତାରିଖକୁ ନିର୍ମାତା ବଦଳାଇ ଦେଇଛନ୍ତି। ଫିଲ୍ମଟି ୧୪ ଏପ୍ରିଲରେ ରିଲିଜ୍‌ ହେବାର ଥିଲା କିନ୍ତୁ ବର୍ତ୍ତମାନ...

ଓଡ଼ିଆ ଝିଅ ଅପ୍‌ସରା ରାନୀଙ୍କ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର୍‌ ରିଲିଜ୍‌: ଦେଖନ୍ତୁ..

ଭୁବନେଶ୍ୱର: ରିଲିଜ ହୋଇଛି ବହୁ ଚର୍ଚ୍ଚିତ ଅପସରା ରାନୀ ଓରଫ ଅଙ୍କିତା ମହାରଣାଙ୍କ ଫିଲ୍ମ ‘ଥ୍ରୀଲର’ର ଟ୍ରେଲର। ୨.୪୩ ମିନିଟ୍‌ର ଏହି ଟ୍ରେଲରକୁ ଭରପୁର ଭଲପାଇବା...

ପ୍ରବାସୀ ଶ୍ରମିକଙ୍କ ପାଇଁ ୬ଟି ବିମାନ ବୁକ୍‌ କଲେ ଅମିତାଭ ବଚ୍ଚନ

ଲକ୍‌ଡାଉନରେ ପ୍ରବାସୀ ଶ୍ରମିକମାନଙ୍କୁ ସାହାଯ୍ୟ କରିବାକୁ ସେଲିବ୍ରିଟିମାନେ ଆଗେଇ ଆସୁଛନ୍ତି। ସୋନୁ ସୁଦ, ପ୍ରକାଶ ରାଜ, ସ୍ବରା ଭାସ୍କର ଏବଂ ଅମିତାଭ ବଚ୍ଚନଙ୍କ ଭଳି ଷ୍ଟାରମାନେ...

ସେନା ପୋଷାକରେ ନଜର ଆସିଛନ୍ତି ଏହି ବଲିଉଡ୍‌ କଳାକାର

ମୁମ୍ବାଇ: ବଲିଉଡ୍‌ରେ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କାହଣୀକୁ ନେଇ ନିର୍ମାଣ କରାଯାଇଥାଏ ଫିଲ୍ମ। ଏମିତିକି ସତ ଘଟଣାକୁ ନେଇ ତିଆରି ହୋଇଥିବା ଫିଲ୍ମ ଦର୍ଶକଙ୍କ...

ଆଉ ଜଣେ ନବାଗତ

ଖୁବ୍‌ ଶୀଘ୍ର ଓଲିଉଡ୍‌ରେ ଆଉ ଜଣେ ନବାଗତ ନାୟକ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ସେ ହେଲେ ନବୀନ। ଅବଶ୍ୟ ଏହାପୂର୍ବରୁ ସେ ୩ଟି ଭୋଜପୁରୀ ଫିଲ୍ମ...

Advertisement
Archives

Model This Week