ଚାଷୀଙ୍କଠୁ ଲୁଟି ନେଲେ ୧.୨୫ ଲକ୍ଷ ଟଙ୍କା

ଅତାବିରା,୭।୧: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅଧୀନ ଗୋଡଭଗାରେ ଜଣେ ଚାଷୀଙ୍କଠାରୁ ଗୁରୁବାର ଦିନ ଦ୍ୱିପ୍ରହରରେ ୧ଲକ୍ଷ ୨୫ ହଜାର ଟଙ୍କା ଲୁଟ୍‌ ହୋଇଛି। ଖବର ପାଇ ଗୋଡଭଗା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଥିଲେ ମଧ୍ୟ ଲୁଟେରାଙ୍କ ଟେର୍‌ ପାଇପାରିନାହିଁ।
ସୂଚନା ଅନୁସାରେ, ଗୁରୁବାର ପୂର୍ବାହ୍ନରେ ଜାଙ୍ଗେଡ ପଞ୍ଚାୟତ ବାବାଜୀ ମଠର ଚାଷୀ ନିର୍ମଳ ପୁଟି ଗୋଡଭଗା ସ୍ଥିତ ସମବାୟ ବ୍ୟାଙ୍କରୁ ୧.୨୫ ଲକ୍ଷ ଋଣ ଟଙ୍କା ଉଠାଇ ଏକ ବ୍ୟାଗ୍‌ରେ ଧରି ବାହାରିଥିଲେ। ଏହି ସମୟରେ ଲୁଟେରାମାନେ ତାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌କୁ ଛଡାଇ ନେଇ ଫେରାର ହୋଇଯାଇଥିଲେ। ଏ ନେଇ ନିର୍ମଳ ଫାଣ୍ଡିରେ ଅଭିଯୋଗ କରିବା ପରେ ଅତାବିରା ଥାନା ଆଇଆଇସି ପୁରୁଷୋତ୍ତମ ଭୋଇ, ଫାଣ୍ଡି ଅଧିକାରୀ ବି. ନାୟକ ଘଟଣାସ୍ଥଳକୁ ପହଞ୍ଚତ୍ ତଦନ୍ତ କରିଥିଲେ। ଲୁଟ୍‌ ସମ୍ପର୍କରେ ଗୋଡଭଗା ଫାଣ୍ଡି ଅଧିକାରୀ ନାୟକଙ୍କୁ ପଚରାଯିବାରୁ ଘଟଣାର ତଦନ୍ତ ଚାଲିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri