୧.୪୯ ଲକ୍ଷ କୋଟିର ଟିକସ ରିଫଣ୍ଡ

ଭୁବନେଶ୍ୱର,୩୦।୧୨: ଚଳିତ ଆର୍ଥିକ ବର୍ଷର ସୂଚନା ଅନୁସାରେ ଗୁରୁବାର ସୁଦ୍ଧା ୧.୪୫ କୋଟି ଟିକସଦାତାଙ୍କୁ ୧୪୯ ଲକ୍ଷ କୋଟି ଟଙ୍କାର ଟ୍ୟାକ୍ସ ସେଣ୍ଟ ଜାରି କରିଛନ୍ତି। ଏ ସମ୍ପର୍କରେ ନିକଟରେ ଆୟକର ବିଭାଗ ଟୁଇଟ କରି ସୂଚନା ଦେଇଛି। ଚଳିତ ଆର୍ଥିକ ବର୍ଷ ଲାଗି ଜାରି କରାଯାଇଥିବା ୨୧.୦୨୧ କୋଟି ଟଙ୍କା ମଧ୍ୟରୁ ପ୍ରାୟ ୧୦୭ କୋଟି ଟଙ୍କାର ରିଫଣ୍ଡ ସାମିଲ ରହିଛି। ଡିସେମ୍ବର ମାସ ଲାଗି ୪୬୭ କୋଟିରୁ ଉଦ୍ଧର୍‌ବ ଆୟକର ରିଟର୍ଣ୍ଣ ଦାଖଲ କରାଯାଇଛି। ସେହିପରି ୧୪୨ କୋଟି ୟୁନିଟକୁ ୫୦,୭୯୩ କୋଟି ଟଙ୍କାର ଆୟକର ରିଫଣ୍ଡ କରାଯାଇଛି। ଏହାଛଡ଼ା ୨୧୯ ଲକ୍ଷ ମାମଲାରେ ୯୮,୫୦୪ କୋଟି ଟଙ୍କାର କର୍ପୋରେଟ ଟିକସ ଫେରସ୍ତ କରାଯାଇଛି। ସେହିଭଳି ସିବିଡିଟି ବାବଦରେ ୨୦୨୧ ଏପ୍ରିଲ ୧ ତାରିଖରୁ ଡିସେମ୍ବର ୨୭ ତାରିଖ ମଧ୍ୟରେ ୧୪୫ କୋଟି ଟିକସଦାତାଙ୍କୁ ୧,୪୯,୨୯୭ କୋଟି ଟଙ୍କାର ଟ୍ୟାକ୍ସ ରିଫଣ୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକ ସାମଗ୍ରୀ ପରିବହନରେ ରେଲଓ୍ବେ

ଭୁବନେଶ୍ୱର,୧୨।୪: ଲକ୍‌ଡାଉନ ସ୍ଥିତିରେ ଆବଶ୍ୟକ ସାମଗ୍ରୀ ପରିବହନ ଲାଗି ରେଲଓ୍ବେ ପକ୍ଷରୁ ନିରନ୍ତର ସେବା ଯୋଗାଣ ହେଉଛି। ଶନିବାର ସକାଳୁ ବିଶାଖାପାଟଣା ରେଳଷ୍ଟେଶନରୁ ସ୍ବତନ୍ତ୍ର ପାର୍ସଲ...

ଓଡ଼ିଶାରେ ୧୫୦୦ କୋଟି ନିବେଶ କରିବ ଶିବା ସିମେଣ୍ଟ

ଭୁବନେଶ୍ୱର: ଜେଏସ୍‌ଡବ୍ଲ୍ୟୁ ସିମେଣ୍ଟ ଲିମିଟେଡ୍‌ର ସହଯୋଗୀ ସଂସ୍ଥା ଶିବା ସିମେଣ୍ଟ ଓଡ଼ିଶାରେ ୧୫୦୦ କୋଟି ଟଙ୍କା ନିବେଶ ଯୋଜନା ରଖିଛି। ଜେଏସ୍‌ଡବ୍ଲ୍ୟୁ ସିମେଣ୍ଟର ପରିଚାଳନା ନିର୍ଦ୍ଦେଶକ...

ଡିସେମ୍ବରରେ ଖୁଚୁରା ମୁଦ୍ରାସ୍ପୀତି ୭.୩୫% ସ୍ତର ଛୁଇଁଲା

  ନୂଆଦିଲ୍ଲୀ,୧୪-୧: ବଜାରରେ ଏବେ ଦରଦାମ ବଢୁଛି। ଚଳିତ ବର୍ଷ ଡିସେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ସାଢେ ୫ ବର୍ଷର ସର୍ବୋଚ୍ଚ ସ୍ତର ଟପି ୭.୩୫% ସ୍ତରରେ...

୮% ଜିଡ଼ିପି ବୃଦ୍ଧି ଜରୁରୀ: ରଙ୍ଗରାଜନ

ହାଇଦ୍ରାବାଦ,୧୩।୭: ଆସନ୍ତା ୫ ବର୍ଷରେ ଭାରତକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପହଞ୍ଚାଇବାକୁ ହେଲେ ଦେଶକୁ ୮% ହାରରେ ବାର୍ଷିକ ଅଭିବୃଦ୍ଧି ହାସଲ କରିବାକୁ...

ଟାଟା ହାତ ଛାଡ଼ିବ ଏସ୍‌ପି ଗ୍ରୁପ୍‌;ସୁପ୍ରିମକୋର୍ଟଙ୍କୁ ଦେଲା ଚୂଡ଼ାନ୍ତ ପ୍ଲାନ୍‌

ନୂଆଦିଲ୍ଲୀ: ଟାଟା ଗ୍ରୁପ୍‌ ଛାଡ଼ିବାକୁ ସାପୋରଜୀ ପାଲୋନଜି(ଏସ୍‌ପି ) ଗ୍ରୁପ୍‌ ଯୋଜନା ରଖିଛି। ଏଥିଲାଗି ଚୂଡ଼ାନ୍ତ ପ୍ଲାନ୍‌କୁ ସୁପ୍ରିମକୋର୍ଟଙ୍କୁ ପ୍ରଦାନ କରିଥିବା ଗ୍ରୁପ କହିଛି। ଯୋଜନା...

ସରଳୀକୃତ ରିଟର୍ନ ଫାଇଲିଂ ସିଷ୍ଟମ ଆଣିଲା ଜିଏସ୍‌ଟିଏନ୍‌

ନୂଆଦିଲ୍ଲୀ,୨୩-୫: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଲାଗି ଆଇଟି ଭିତ୍ତିଭୂମି ସୁବିଧା ଯୋଗାଉଥିବା ଜିଏସ୍‌ଟିଏନ୍‌ ସରଳୀକୃତ ରିଟର୍ନ ଫାଇଲିଂ ସିଷ୍ଟମ ଶୁଭାରମ୍ଭ କରିଛି। ଏହା ଏକ...

ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଲେ ୪୮ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ,୨୮।୫: ଦେଶର ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇବା ଲାଗି ରେଳ ମନ୍ତ୍ରଣାଳୟ ବୁଧବାର ସୁଦ୍ଧା ୩୫ଶହ...

ପିପିଇ ପ୍ରସ୍ତୁତ ପାଇଁ ୧୧ ସଂସ୍ଥାକୁ ଦାୟିତ୍ୱ

ନୂଆଦିଲ୍ଲୀ,୩୧। ୩: ବ୍ୟକ୍ତିଗତ ସ୍ବାସ୍ଥ୍ୟ ସୁରକ୍ଷା ଉପକରଣ ବା ପିପିଇ କିଟ୍ସ ତିଆରି କରିବା ଲାଗି ୧୧ ସଂସ୍ଥାକୁ ବଛାଯାଇଛି। ଏହି ସଂସ୍ଥାଗୁଡିକ ୨୧ ଲକ୍ଷ...

Advertisement
Archives

Model This Week