Posted inଫୁରସତ

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଲ୍ୟାପ୍‌ଟପ୍‌: ମିଳିଲା ଏମିତି କିଛି, ଗ୍ରାହକଙ୍କ ହେଶ୍‌ ଉଡିଲା

ନୂଆଦିଲ୍ଲୀ,୯।୫: ଅନଲାଇନ ଶପିଂ ଆପ୍‌ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଉଛି। କିନ୍ତୁ ଅନଲାଇନ ଆପଗୁଡ଼ିକର ବିଶ୍ୱସନୀୟତା ଧୀରେ ଧୀରେ ହ୍ରାସ ପାଉଛି। ଏହାର କାରଣ ଗ୍ରାହକମାନଙ୍କୁ ସଠିକ ଉତ୍ପାଦ ପ୍ରଦାନ ନ କରିବା ଏବଂ ସେମାନଙ୍କୁ ପ୍ରତାରଣା କରିବା। ଏହି ସମୟରେ ସୋସିଆଲ ମିଡିଆରେ ମଧ୍ୟ ସମାନ ମାମଲା ସାମ୍ନାକୁ ଆସିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହି ମାମଲା ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦିଆଯାଇଛି ।ଏହି ଭିଡିଓ ଭାଇରାଲ ହେଉଛି।
ଜଣେ ବ୍ୟକ୍ତି ଅନ୍ଲାଇନ ଶପିଂ ଆପ ଆମାଜନରୁ ୧ ଲକ୍ଷ ଟଙ୍କା ମୂଲ୍ୟର ଏକ ଲାପଟପ କିଣିଥିଲେ। ବ୍ୟକ୍ତ ଜଣଙ୍କ ପ୍ରଥମେ ଲାପଟପ ଦେଖି ଭାବିଥିଲେ ଯେ ସେ ୧ ଲକ୍ଷ ଟଙ୍କାରେ ଚକଚକିଆ ନୂଆ ଲାପଟପ ପାଇଛନ୍ତି, କିନ୍ତୁ ଏହା ବଦଳରେ ସେ ଏକ ବ୍ୟବହୃତ ଲାପଟପ ତାଙ୍କୁ ମିଳିଛି। ସେ ଏକ ଭିଡିଓ ପ୍ରସ୍ତୁତ କରି କମ୍ପାନୀକୁ ଟ୍ୟାଗ କରିଛନ୍ତି ଏବଂ ଏହା ଉପରେ ଅଭିଯୋଗ କରିଛନ୍ତି।
ଏହି ପୋଷ୍ଟରେଗ୍ରୋହକ ଜଣଙ୍କ ଲେଖିଛନ୍ତି ଯେ ସେ ଏପ୍ରିଲ ୩୦ରେ ଆମାଜନରୁ ଏକ ଲିନୋଭୋ ଲାପଟପ ଅର୍ଡର କରିଥିଲେ ଏବଂ ଏହା ମେ ୭ରେ ଏହା ପହଞ୍ଚିଥିଲା। କିନ୍ତୁ ଯେତେବେଳେ ସେ ଲିନୋଭୋର ଅଫିସିଆଲ ସାଇଟରେ ୱାରେଣ୍ଟି ଅବଧି ଯାଞ୍ଚ କଲେ, ଏହା ଡିସେମ୍ବର ୨୦୨୩ରେ ଆରମ୍ଭ ହୋଇଥିଲା। ଏଥିରୁ ଏହା ସ୍ପଷ୍ଟ ହେଲା ଯେ ଲାପଟପ ମଧ୍ୟ ପୂର୍ବରୁ ବ୍ୟବହୃତ ହୋଇଥିଲା। ଗ୍ରାହକ ଲେଖିଛନ୍ତି, ଆମାଜନ ମୋ ସହ ପ୍ରତାରଣା କରିଛି।
ଅନେକ ୟୁଜର୍ସ ଏହି ପୋଷ୍ଟରେ ସେମାନଙ୍କର ମତାମତ ଦେଇଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି, ଆମାଜନ ଧୀରେ ଧୀରେ ବିଶ୍ୱାସ ହରାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri