ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ୧.୨୩ ଲକ୍ଷ କୋଟି ଟଙ୍କା ବାକି

ନୂଆଦିଲ୍ଲୀ,୨୯।୬ : ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ଶକ୍ତି ଉତ୍ପାଦନ କରୁଥିବା କମ୍ପାନୀଗୁଡିକର ମୋଟ ବକେୟା ରାଶି ୬୩% ବୃଦ୍ଧି ଘଟି ୧.୨୩ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି କ୍ଷେତ୍ର ବର୍ତ୍ତମାନ ଚାପରେ ରହିଛି। ଏଭଳି ସ୍ଥିତିରେ ଗତ ବର୍ଷ ଏପ୍ରିଲ ମାସ ତୁଳନାରେ ଚଳିତ ବର୍ଷ ଏପ୍ରିଲରେ ବକେୟା ରାଶି ବୃହତ ପରିମାଣରେ ବୃଦ୍ଧି ଘଟିଥିବା ଜଣାପଡିଛି। ଏପ୍ରିଲ ୨୦୧୯ରେ ବିଦ୍ୟୁତ ବିତରଣ କମ୍ପାନୀଗୁଡିକ ଉପରେ ୭୫,୬୪୨ କୋଟି ଟଙ୍କାର ବକେୟା ରହିଥିବା ପ୍ରାପ୍ତି ପୋର୍ଟାଲରେ ଉଲ୍ଲେଖ ରହିଛି। ଏହି ପୋର୍ଟାଲକୁ ମେ ୨୦୧୮ରେ ଶୁଭାରମ୍ଭ କରାଯାଇଥିଲା। ଶକ୍ତି ଉତ୍ପାଦନ ଏବଂ ବିତରଣ କମ୍ପାନୀଙ୍କ ମଧ୍ୟରେ ହେଉଥିବା ନେଣଦେଣର ସ୍ବଚ୍ଛତା ଆଣିବା ଲକ୍ଷ୍ୟରେ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିଲେ। ଉତ୍ପାଦନକାରୀ କମ୍ପାନୀ ବିତରଣ କମ୍ପାନୀଙ୍କୁ ୬୦ ଦିନର ମହଲତ ପ୍ରଦାନ କରିଥିଲେ ମଧ୍ୟ ବକେୟା ରାଶିକୁ ଦେବାକୁ କମ୍ପାନୀ ସକ୍ଷମ ନ ହେବାରୁ ଏହି ରାଶି ବଢି ଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri