ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ୧.୨୩ ଲକ୍ଷ କୋଟି ଟଙ୍କା ବାକି

ନୂଆଦିଲ୍ଲୀ,୨୯।୬ : ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ଶକ୍ତି ଉତ୍ପାଦନ କରୁଥିବା କମ୍ପାନୀଗୁଡିକର ମୋଟ ବକେୟା ରାଶି ୬୩% ବୃଦ୍ଧି ଘଟି ୧.୨୩ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି କ୍ଷେତ୍ର ବର୍ତ୍ତମାନ ଚାପରେ ରହିଛି। ଏଭଳି ସ୍ଥିତିରେ ଗତ ବର୍ଷ ଏପ୍ରିଲ ମାସ ତୁଳନାରେ ଚଳିତ ବର୍ଷ ଏପ୍ରିଲରେ ବକେୟା ରାଶି ବୃହତ ପରିମାଣରେ ବୃଦ୍ଧି ଘଟିଥିବା ଜଣାପଡିଛି। ଏପ୍ରିଲ ୨୦୧୯ରେ ବିଦ୍ୟୁତ ବିତରଣ କମ୍ପାନୀଗୁଡିକ ଉପରେ ୭୫,୬୪୨ କୋଟି ଟଙ୍କାର ବକେୟା ରହିଥିବା ପ୍ରାପ୍ତି ପୋର୍ଟାଲରେ ଉଲ୍ଲେଖ ରହିଛି। ଏହି ପୋର୍ଟାଲକୁ ମେ ୨୦୧୮ରେ ଶୁଭାରମ୍ଭ କରାଯାଇଥିଲା। ଶକ୍ତି ଉତ୍ପାଦନ ଏବଂ ବିତରଣ କମ୍ପାନୀଙ୍କ ମଧ୍ୟରେ ହେଉଥିବା ନେଣଦେଣର ସ୍ବଚ୍ଛତା ଆଣିବା ଲକ୍ଷ୍ୟରେ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିଲେ। ଉତ୍ପାଦନକାରୀ କମ୍ପାନୀ ବିତରଣ କମ୍ପାନୀଙ୍କୁ ୬୦ ଦିନର ମହଲତ ପ୍ରଦାନ କରିଥିଲେ ମଧ୍ୟ ବକେୟା ରାଶିକୁ ଦେବାକୁ କମ୍ପାନୀ ସକ୍ଷମ ନ ହେବାରୁ ଏହି ରାଶି ବଢି ଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ବର୍ଷ ପୁରୁଣା ବିବାଦ;ସମାଧାନ ଲାଗି ଫ୍ରାନ୍ସକୁ ୭୬୦୦କୋଟି ଦେବ ଗୁଗଲ

ପ୍ୟାରିସ୍‌,୧୪-୯: ବିଶ୍ୱର ସର୍ବବୃହତ ସର୍ଚ୍ଚ ଇଞ୍ଜିନ ଗୁଗଲ ଫ୍ରାନ୍ସ ସହ ଚାଲିଥିବା ଏକ ପୁରୁଣା ବିବାଦର ସମାଧାନ ପାଇଁ ଆଗ୍ରହ ପ୍ରକାଶ କରିଛି। ଏହା ଫ୍ରାନ୍ସ...

ଅର୍ଥ ବ୍ୟବସ୍ଥା ଲାଗି ବିନାଶକାରୀ ଲକ୍‌ଡାଉନ: କ୍ରିସ ଉଡ୍‌

ନୂଆଦିଲ୍ଲୀ,୨୫।୪:ଭାରତ ଏବଂ ଇଣ୍ଡୋନେସିଆ ଭଳି ଦେଶଗୁଡିକ ଲାଗି ଲକ୍‌ଡାଉନ ବିନାଶକାରୀ। ଏହା ଦ୍ୱାରା ଅର୍ଥ ବ୍ୟବସ୍ଥା ଏବଂ ଲୋକଙ୍କର ବିଶେଷ ମଙ୍ଗଳ ସାଧନ କରି ହେବ...

୭୫୦୦ ଟଙ୍କାରୁ ଅଧିକ ଫ୍ଲାଟ୍‌ ମେଣ୍ଟେନାନ୍ସ ଲାଗି ଦେବାକୁ ହେବ ୧୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୪-୭-କେନ୍ଦ୍ର ସରକାର ଫ୍ଲାଟ୍‌ ମେଣ୍ଟେନାନ୍ସରୁ ମଧ୍ୟ ଜିଏସ୍‌ଟି ଆଦାୟ ଲାଗି ସ୍ଥିର କରିଛନ୍ତି। ଏଣିକି ଫ୍ଲାଟ୍‌ ମେଣ୍ଟେନାନ୍ସ ବାବଦରେ ରେସିଡେଣ୍ଟ ଓ୍ବେଲ୍‌ଫେୟାର ଆସୋସିଏଶନକୁ ପ୍ରତି ମାସରେ...

ହୁଡ୍‌କୋ-ହାଉସିଂ ମନ୍ତ୍ରଣାଳୟର ଏମ୍‌ଓୟୁ

ନୂଆଦିଲ୍ଲୀ,୨୧।୧୦:ଚଳିତ ଆର୍ଥିକ ବର୍ଷ(୨୦୨୨-୨୩)ର ପ୍ରମୁଖ ଲକ୍ଷ୍ୟ ଧାର୍ଯ୍ୟ ପୂରଣ କରିବା ଉଦ୍ଦେଶ୍ୟରେ ହୁଡ୍‌କୋ ଏବଂ କେନ୍ଦ୍ର ହାଉସିଂ ଓ ସହରାଞ୍ଚଳ ମନ୍ତ୍ରଣାଳୟ ମଧ୍ୟରେ ଏକ ବୁଝାମଣା...

ସାମଗ୍ରୀର ଉତ୍ପତ୍ତିସ୍ଥଳ ଦର୍ଶାଇବେ ଇ-କମର୍ସ କମ୍ପାନୀ

ନୂଆଦିଲ୍ଲୀ,୯।୭: ପ୍ରଡକ୍ଟ କେଉଁଠାରେ ପ୍ରସ୍ତୁତ ହୋଇଛି ତାହା ଏବେ ଇ-କମର୍ସ କମ୍ପାନୀଗୁଡ଼ିକ ଆଉ ଅଛପା ରଖିପାରିବେ ନାହିଁ। ଏହି କମ୍ପାନୀଗୁଡ଼ିକୁ ପ୍ରଡକ୍ଟର ଉତ୍ପତ୍ତିସ୍ଥଳ ଦର୍ଶାଇବାକୁ ହେବ।...

ମଲ୍ଟି ମୋଡାଲ ହବ୍‌ ହେବ ଭୁବନେଶ୍ୱର ଷ୍ଟେଶନ

ନୂଆଦିଲ୍ଲୀ,୭।୨:  ଭୁବନେଶ୍ୱର ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ମଲ୍ଟି ମୋଡାଲ ହବ୍‌ରେ ପରିଣତ କରାଯିବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ସୂଚନା ଦେଇଛନ୍ତି।...

ନଭେମ୍ବରରେ ୨ ଦିନିଆ ଅନ୍ତର୍ଜାତୀୟ ମିଲେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୭ା୯(ଅନିଲ ଦାସ): ମିଲେଟ୍‌ର ବହୁଳ ବ୍ୟବହାର, ଚାଷର ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ଆସନ୍ତା ନଭେମ୍ବର ୯ ଓ ୧୦ ଦୁଇଦିନ ଧରି ଭୁବନେଶ୍ୱର ଜନତା...

ଅନିଶ୍ଚିତତା ଆଡ଼କୁ ବିଶ୍ୱ ଅର୍ଥ ବ୍ୟବସ୍ଥା

ମୁମ୍ବାଇ,୨୬।୪: କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱରେ ଉପୁଜିଥିବା ଗୁରୁତର ସ୍ବାସ୍ଥ୍ୟ ସମସ୍ୟାକୁ ସମାଧାନ କରିବା ଏବେ ପ୍ରାଥମିକତା ହୋଇଛି। ଲକ୍‌ଡାଉନ ଲାଗି ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌...

Advertisement
Archives

Model This Week