Posted inଫୁରସତ

ମୋ’ ବାହାଘର ଏପ୍ରିଲ ୨୬ରେ, ମୋତେ ନେଇଯାଅ; ୧୦ ଟଙ୍କିଆ ନୋଟ୍‌ ଉପରେ ଲେଖିଲେ ଯୁବତୀ

ଆଜିକାଲି ସୋସିଆଲ ମିଡିଆରେ ଅଜବ ଫଟୋ, ଭିଡିଓ ସବୁ ଭାଇରାଲ ହେଉଛି। ଯାହା ଦେଖିଲେ ଚକିତ ହେବେ। ଏବେ ସେମିତି ଜଣେ ଯୁବତୀ ୧୦ ଟଙ୍କିଆ ନୋଟ୍‌ରେ ତାଙ୍କ ପ୍ରେମିକଙ୍କ ଉଦ୍ଦେଶ୍ୟରେ କିଛି ଲେଖିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି।

ସମଗ୍ର ବିଶ୍ୱରେ ମୁଦ୍ରା ବା ନୋଟ୍‌କୁ ଦେଶର ଅର୍ଥନୈତିକ ମେରୁଦଣ୍ଡ କୁହାଯାଏ। କିନ୍ତୁ ଭାରତରେ ନୋଟ୍‌ ଲୋକମାନଙ୍କ ବାର୍ତ୍ତା ଲେଖିବା ପାଇଁ ଏକ ମାଧ୍ୟମ ପାଲଟିଛି। ଆଜିର ଯୁବପିଢ଼ି ନିଜ ପ୍ରେମିକା/ପ୍ରେମିକଙ୍କୁ ସେମାନଙ୍କ ବାର୍ତ୍ତା ପହଞ୍ଚାଇବା ପାଇଁ ଏହି ନୋଟ୍‌ ଗୁଡ଼ିକୁ ବ୍ୟବହାର କରୁଛନ୍ତି ବର୍ତ୍ତମାନ କୁସୁମ ନାମକ ଜଣେ ଯୁବତୀ ୧୦ ଟଙ୍କିଆ ନୋଟ୍‌ ଉପରେ ଲେଖିଛନ୍ତି, ଏପ୍ରିଲ ୨୬ରେ ମୋ’ ବାହାଘର। ମୋତେ ଶୀଘ୍ର ନେଇଯାଅ ବିଶାଲ। ମଁୁ ତୁମକୁ ଭଲପାଏ। ଇତି ତୁମ କୁସୁମ।

ଏହି ପ୍ରେମପତ୍ର ଏବେ ଭାଇରାଲ ହୋଇଛି। ଏହି ବାର୍ତ୍ତାକୁ ସୋସିଆଲ ମିଡିଆରେ ଖୁବ୍‌ ଶେୟାର କରାଯାଉଛି। ୟୁଜରମାନେ ଏହା ଦେଖିବା ପରେ ଅନେକ ମଜାଳିଆ କମେଣ୍ଟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଭଗବାନ ଏହି ଦୁହିଁଙ୍କୁ ଶୀଘ୍ର ଏକାଠି କରିଦିଅନ୍ତୁ। ଆଉ ଜଣେ ୟୁଜର ଲେଖିଛନ୍ତି, କୁସୁମ ଏହି ବାର୍ତ୍ତା ବିଶାଲଙ୍କ ନିକଟରେ ପହଞ୍ଚାଇବା ପାଇଁ ସୁନ୍ଦର ଉପାୟଟେ କରିଛନ୍ତି। ଆଉ କିଛି ୟୁଜର ଟଙ୍କାର ଅବମାନନା କରିବା ଅନୁଚିତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri