Posted inଜାତୀୟ

ରାମ ମନ୍ଦିର ନିର୍ମାଣ : ଗୋଟିଏ ମାସରେ ଟ୍ରଷ୍ଟର ଖାତାକୁ ଆସିଲାଣି ୧ହଜାର କୋଟି ଟଙ୍କା

ଲକ୍ଷ୍ନୌ,୧୨ ।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପାଣ୍ଠି ଏକାଠି କରିବା କାର୍ଯ୍ୟ ଯୋରସୋରରେ ଚାଲିଛି । ସାରା ଦେଶରେ ପାଖାପାଖି ଦେଢ ଲକ୍ଷ ଟୋଲି ଏହି କାର୍ଯ୍ୟ କରୁଛନ୍ତି । ଏହି ସଂଗୃହିତ ଅର୍ଥକୁ ୩୭ ହଜାର ଲୋକ ବ୍ୟାଙ୍କରେ ଜମା କରୁଛନ୍ତି । ଶ୍ରୀରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମହାସଚିବ ଚମ୍ପତ ରାୟଙ୍କ କହିବା ଅନୁଯାୟୀ, ସମ୍ପୂର୍ଣ୍ଣ ସଠିକ ନ ହେଲେ ବି ଅନୁମାନ କରାଯାଉଛି ରାମ ମନ୍ଦିର ନିର୍ମାଣ ପାଇଁ ମାସକରୁ କମ୍ ସମୟ ମଧ୍ୟରେ ପାଖାପାଖି ୧୦୦୦କୋଟି ଟଙ୍କ ବ୍ୟାଙ୍କ ଖାତାକୁ ଆସି ସାରିଛି । ଆହୁରି ମଧ୍ୟ ଅନେକ ଦାତାଙ୍କ ଦାନ ବ୍ୟାଙ୍କ ଖାତାକୁ ଏପର୍ଯ୍ୟନ୍ତ ଆସି ନାହିଁ । କାରଣ ଏଥିପାଇଁ ସମୟ ଲାଗୁଛି । ବିଶ୍ୱ ହିନ୍ଦୁ ପରିଷଦର ପ୍ରାୟ ୧.୫ ଲକ୍ଷ ଗ୍ରୁପ ସାରା ଦେଶରେ ଘରକୁ ଘର ବୁଲି ପାଣ୍ଠି ସଂଗ୍ରହ କରୁଛନ୍ତି । ଏପଟେ ନିର୍ମାଣ କାର୍ଯ୍ୟ ଲାଗି ୫ ମିଟର ଖନନ କାର୍ଯ୍ୟ ସରିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri