Posted inଜାତୀୟ

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ୧.୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ଭୁବନେଶ୍ୱର,୨୯ା୩: ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିବାର କିଛି ଘଣ୍ଟା ପରେ ଏହି ଅଗ୍ରଗତି ହୋଇଛି। କଂଗ୍ରେସ ନେତା ବିବେକ ଟଙ୍ଖା ଏହି ଖବରକୁ ନିଶ୍ଚିତ କରିଛନ୍ତି।

୨୦୧୭-୧୮ ଏବଂ ୨୦୨୦-୨୧ ବର୍ଷ ପାଇଁ ପାଇଁ ଏହି ନୋଟିସ୍ ପ୍ରଦାନ କରାଯାଇଛି। ଏଥିରେ ଜୋରିମାନା ଏବଂ ସୁଧ ମଧ୍ୟ ସାମିଲ ରହିଛି। ଗୁରୁବାର ଦିନ ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ କର୍ତ୍ତୃପକ୍ଷଙ୍କ ଦ୍ୱାରା ଚାରି ବର୍ଷ ପର୍ଯ୍ୟନ୍ତ ଟିକସ ପୁନଃ ମୂଲ୍ୟାଙ୍କନ ଆରମ୍ଭ କରିବାକୁ ଚ୍ୟାଲେଞ୍ଜ କରି କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ଜଷ୍ଟିସ୍ ଯଶୱନ୍ତ ବର୍ମା ଏବଂ ପୁରୁଷୋତ୍ତମ କୁମାର କୌରଵଙ୍କ ଖଣ୍ଡପୀଠ କହିଛନ୍ତି ଯେ ଅନ୍ୟ ଏକ ବର୍ଷ ପାଇଁ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ ହସ୍ତକ୍ଷେପ କରିବାକୁ ମନା କରିବାର ସହିତ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଏହି ଆବେଦନକୁ ଖାରଜ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri