୨ କୋଟି ଟଙ୍କାର ଅତ୍ୟାଧୁନିକ ଭ୍ରାମ୍ୟମାଣ ମେଡିକାଲ, ଏଥିରେ ରହିଛି ଏସବୁ ସୁବିଧା

ଚିତ୍ରକୋଣ୍ଡା,୨୯ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ମାତ୍ର ଅଞ୍ଚଳ ବଡ଼ପଡ଼ାଠାରେ ଆମେରିକାନ ଇଣ୍ଡିଆନ ଫାଉଣ୍ଡେଶନ ପକ୍ଷରୁ ଚେନ୍ନାଇ ଆଇଆଇଟି ଦ୍ୱାରା ମାଷ୍ଟର କାର୍ଡ ସଂସ୍ଥା ସହାୟତାରେ ଏକ ପୋଟେବୁଲ ହେଲ୍‌ଥ କେୟାର ୟୁନିଟ୍‌ ନିର୍ମାଣ କରାଯାଇଛି ଯାହାକି ମାତ୍ର ଦୁଇ ସପ୍ତାହ ମଧ୍ୟରେ ତିଆରି ହୋଇଛି। ୨ କୋଟି ଟଙ୍କାର ଅତ୍ୟାଧୁନିକ ଆକର୍ଷଣୀୟ ଭ୍ରାମ୍ୟମାଣ ମେଡିକାଲ। ଯେଉଁଥିରେ ୫୦ ଶଯ୍ୟା ବିଶିଷ୍ଟ ବେଡ୍‌ ରହିଛି, ଚାରି ଶଯ୍ୟା ବିଶିଷ୍ଟ ଆଇସିୟୁ ରହିଛି,ପ୍ରତି ଓ୍ବାର୍ଡରେ ଶୀତତାପ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା କରାଯାଇଛି। ଅକ୍ସିଜେନ ବ୍ୟବସ୍ଥା ସହ ଭେଣ୍ଟିଲେଟର ରହିଛି, ଡାକ୍ତର ଓ ସିଷ୍ଟର ରହିବା ପାଇଁ ରୁମ୍‌ ରହିଛି, ରୋଗୀ ଏବଂ କର୍ମଚାରୀମାନଙ୍କ ପାଇଁ ଶୌଚାଳୟ ବ୍ୟବସ୍ଥା କରାଯାଇଛି l କେବଳ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ଘାଟନ ଅପେକ୍ଷାରେ ରହିଛି ଉକ୍ତ ମେଡିକାଲ। ଉକ୍ତ ମେଡିକାଲକୁ କେବଳ ଆମେରିକାନ ଇଣ୍ଡିଆନ ଫାଉଣ୍ଡେଶନ ପକ୍ଷରୁ ଇନ୍‌ଫ୍ରାଷ୍ଟକ୍‌ଚର ସୁବିଧା ଯୋଗାଇ ଦିଆଯାଇଛି ମାତ୍ର ସମସ୍ତ ପାରାମେଡିକାଲ ଷ୍ଟାଫ୍‌ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଯୋଗାଇଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଶାନ୍ତ ମିଡଲ ଇଷ୍ଟ: ତେଲ ଟ୍ୟାଙ୍କର ଉପରେ ଆକ୍ରମଣରେ ଭାରତୀୟ ମୃତ

ତେହରାନ,୧୪।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ପରି ମନେ ହେଉଛି। ଏହା ମଧ୍ୟରେ, ସଂଯୁକ୍ତ ଆରବ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ…

ରାମ ମନ୍ଦିର ଦାନ ଟଙ୍କା ଚୋରି ମାମଲା: ୟୁପି ଏସ୍‌ଆଇଟିକୁ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭ (ପି.ଟି.): ଅଯୋଧ୍ୟା ରାମମନ୍ଦିରକୁ ମିଳିଥିବା ଦାନ ଟଙ୍କା ଆତ୍ମସାତ୍‌ ଅଭିଯୋଗର ତଦନ୍ତ ପାଇଁ ଉତ୍ତରପ୍ରଦେଶ ସରକାର ଗଠନ କରିଥିବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି)କୁ ମାମଲା…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ…

ଦୁଇ ଘଣ୍ଟା ପାଇଁ ୪ ସହରକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ, ପ୍ରବଳ ବର୍ଷା…

ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ…

ପ୍ୟାରିସ୍‌ ନିକଟତର ହେଲା ଜଙ୍ଗଲ ନିଆଁ

ଆଭୋନ(ଫ୍ରାନ୍ସ),୧୪ା୭: ପଶ୍ଚିମ ୟୁରୋପରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଲାଗିରହିଥିବାବେଳେ ବ୍ୟାପକ ଅଞ୍ଚଳରେ ଜଙ୍ଗଲ ଜଳୁଛି। ସ୍ପେନ୍‌ରେ ଜଙ୍ଗଲ ନିଆଁ ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି। ସୋମବାର ଏହି…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri