୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର,୫ା୫(ବ୍ୟୁରୋ): ରାଜଧାନୀରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ। ସାଲିଆସାହିର ଆଦିବାସୀ ସାହିରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏହି ବ୍ରାଉନସୁଗାର ଜବତ ହୋଇଛି। ତେବେ ଏହି କାରବାରରେ ସଂପୃକ୍ତ କିଙ୍ଗ୍‌ପିନଙ୍କୁ ମଧ୍ୟ ଗିରଫ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri