Posted inଜାତୀୟ

ଫେରିନି ୧୦ହଜାର କୋଟି ପୁରୁଣା ୨ହଜାର ଟଙ୍କିଆ ନୋଟ୍‌: ଆରବିଆଇ ଗଭର୍ନର

ନୂଆଦିଲ୍ଲୀ,୨୧।୧୦;୨ହଜାର ଟଙ୍କା ନୋଟ୍‌ ଜମା ଓ ଅଦଳବଦଳ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଅକ୍ଟୋବର ୭ତାରିଖ ପର୍ଯ୍ୟନ୍ତି ସମୟ ସୀମା ବୃଦ୍ଧି କରିଥିଲା। ଏହା ପରେ ମଧ୍ୟ ସବୁ ନୋଟ ବ୍ୟାଙ୍କରେ ପହଞ୍ଚି ପାରିନାହିଁ। ଏବେ ବି ବ୍ୟାଙ୍କରେ ନୋଟ ନେଣଦେଣ ଜାରି ରହିଛି। ଏସମ୍ପର୍କରେ ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପର୍ଯ୍ୟନ୍ତ ଲୋକଙ୍କ ପାଖରେ ୧୦ହଜାର କୋଟିର ପୁରୁଣା ୨ହଜାର ଟଙ୍କିଆ ନୋଟ୍‌ ରହିଛି। ଏହି ନୋଟଗୁଡିକ ମଧ୍ୟ ଖୁବ୍‌ଶୀଘ୍ର ଫେରି ଆସିବ ବୋଲି ସେ ଆଶବ୍ୟକ୍ତ କରିଛନ୍ତି। ବ୍ୟାଙ୍କକୁ ୮୭ପ୍ରତିଶତ ୨ହଜାର ଟଙ୍କିଆ ଫେରି ସାରିଛି। ଅବଶିଷ୍ଟ ଆରବିଆଇ ଆକାଉଣ୍ଟରେ ଜମା କରାଯାଉଛି ବୋଲି ଆରବିଆଇ ଗଭର୍ନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri