Posted inଜାତୀୟ

ଗର୍ଭବତୀ ମହିଳାଙ୍କୁ ମିଳିବ ୨୧,୦୦୦ ଟଙ୍କା, ଭାଜପା ଦେଲା ପ୍ରତିଶ୍ରୁତି

ନୂଆଦିଲ୍ଲୀ, ୧୭।୧: ଦିଲ୍ଲୀରେ ଆଗକୁ ବିଧାନସଭା ନିର୍ବାଚନ ଥିଲା ବେଳେ ସମସ୍ତ ଦଳ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ରାଜ୍ୟରେ କ୍ଷମତାରେ ଥିବା ଆପ୍ ନିର୍ବାଚନ ଘୋଷଣା ପୂର୍ବରୁ ବିଭିନ୍ନ ଯୋଜନା ଆରମ୍ଭ କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଥିବା ବେଳେ ପଛରେ ପଡି ନାହାନ୍ତି ଭାଜପା କଂଗ୍ରେସ। ଶୁକ୍ରବାର ଭାଜପା ଏହାର ଘୋଷଣାପତ୍ର ଜାରି କରିଥିବା ବେଳେ ଏଥିରେ ମହିଳା ଭୋଟରଙ୍କୁ ଆକୃଷ୍ଟ କରିବାକୁ ଅଧିକ ଯୋଜନା ରହିଥିବା ଦେଖିବାକୁ ମିଳିଛି। ଅର୍ଥାତ ମହିଳାଙ୍କ ସରକାର ଗଠନ ପାଇଁ ସମସ୍ତ ଦଳ କେବଳ ମହିଳାଙ୍କୁ ଟାର୍ଗେଟ କରୁଥିବା ଦେଖିବାକୁ ମିଳୁଛି।

ଅନ୍ୟପଟେ ଆପ୍ ମଧ୍ୟ ମହିଳାମାନଙ୍କ ଭୋଟ ହାତେଇବା ଲାଗି ଝିଅମାନଙ୍କ ବିବାହ ପାଇଁ ୧ ଲକ୍ଷ ତାଙ୍କ ଦେବାକୁ ଘୋଷଣା କରିଛି ଆପ୍। ଏଥିସହିତ ୟୁନିଫର୍ମ ପାଇଁ ୨୫,୦୦୦ ଟଙ୍କା ଦେବାକୁ ଏବଂ ମହିଳାଙ୍କୁ ବର୍ଷରେ ଦୁଇଥର ୨,୫୦୦ ଟଙ୍କା ଦେବାକୁ ଘୋଷଣା କରିଛି। ସେହିପରି ଦଳ ଦୁର୍ଘଟଣାରେ ଜୀବନ ହରାଉଥିବା ଲାକଙ୍କ ପାଇଁ ୧୫ ଲକ୍ଷ ଟଙ୍କା ଦେବାକୁ କହିଛି। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁକାଉଣ୍ଟର କରି ଦିଲ୍ଲୀରେ ଆପ୍ ୬୦ ବର୍ଷରୁ ଉର୍ଦ୍ଧ ଲୋକଙ୍କୁ ସଂଜୀବନୀ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ଦେବାକୁ ପ୍ରତିଶ୍ରୁତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri