ଏସ୍‌ଡିଆର୍‌ଏଫ୍‌ରୁ ଖର୍ଚ୍ଚ ହେବ ୨୨୦୦ କୋଟି

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ବାତ୍ୟା, ବନ୍ୟା ମୁକାବିଲା ପାଇଁ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏସ୍‌ଡିଆର୍‌ଏଫ୍‌)ରୁ ରାଜ୍ୟ ସରକାର ୨୨୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରିଛନ୍ତି। ସେଥିରୁ ୪୦ ପ୍ରତିଶତ ରିଲିଫ୍‌, ୩୦ ପ୍ରତିଶତ ପୁନରୁଦ୍ଧାର, ଥଇଥାନ, ରାସ୍ତାଘାଟ ମରାମତି, ୨୦ ପ୍ର୍‌ତିଶତ ମଧ୍ୟମ ଓ ଦୀର୍ଘକାଳୀନ ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଖର୍ଚ୍ଚ କରାଯିବ। ୧୦ପ୍ରତିଶତ ଅର୍ଥ ଓଡିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓଏସ୍‌ଡିଏମଏ୍‌)ର ଆଧୁନିକୀକରଣ ଦିଗରେ ଖର୍ଚ୍ଚ କରାଯିବ। ଚଳିତ ବର୍ଷ ୨୧୪୦ କୋଟିରୁ ଏସଡିଆରଏଫକୁ ଜାତୀୟ ବିପର୍ଯ୍ୟୟ ପ୍ରଶନମନ ପାଣ୍ଠି(ଏନଡିଆର୍‌ଏଫ୍‌)ରୁ ଏ ପର୍ଯ୍ୟନ୍ତ ୮୬୯ କୋଟି ଟଙ୍କା ମଳିଛି। ରାଜ୍ୟର ଅଂଶଧନକୁ ମିଶାଇଲେ ଏ ପର୍ଯ୍ୟନ୍ତ ମୋଟ ୧୦୭୦ କୋଟି ଟଙ୍କା ଏସଡିଆରଫକୁ ମିଳିଛି। ସେଥିରୁ ଚଳିତ ବର୍ଷ କୋଭିଡ-୧୯ ମହାମାରୀ କ୍ଷେତ୍ରରେ ଅଧିକାଂଶ ଅର୍ଥ ଖର୍ଚ୍ଚ କରାଯାଇଥିବା ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି)ଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି...

ବାଇକ୍‌ ସହ ଜଳିଥିବା ଯୁବକଙ୍କ ପରିଚୟ ମିଳିଲା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଜୟଦେବବିହାର ନିକଟ ଓଭରବ୍ରିଜ୍‌ରେ ରବିବାର ରାତିରେ ଦୁର୍ଘଟଣା ଘଟିଥିଲା। ଖଣ୍ଡଗିରି ପଟୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ରାସ୍ତାକଡ଼ ଡିଭାଇଡରରେ ପିଟି ହୋଇ ଏକ...

୧୦ବର୍ଷ ପରେ ମିଳିଲା ହଜିଲା ପୁଅ

ପାରାଦୀପ, ୨୨।୨ (ସ୍ବ.ପ୍ର.): ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ଶୁକ୍ରବାର ମହାଶିବରାତ୍ରୀରେ ପୁଅକୁ...

କଥା ରଖିଲେ: ମୋଦିଙ୍କ ବିଜୟ ପରେ ମାଗଣାରେ ଚା’ ବାଣ୍ଟିଲେ ଚିଙ୍ଗୁଡୁ

ମାଲକାନଗିରି, ୨୫ା୫ (ସ୍ବ.ପ୍ର.): ଏମିତି କିଛି ଲୋକଥାନ୍ତି ସେମାନେ ଖିଆଲି ମଣିଷ ରୂପେ ବଞ୍ଚନ୍ତି। ନିଜ ଖିଆଲି ପଣିଆରେ ଥରେ ଯାହା କହିଦେଇଥାନ୍ତି ତାହା ସେମାନେ...

ଭୁଲ ଚାଲାଣ କଟିଥିଲେ ଫେରସ୍ତ ମିଳିବ ଟଙ୍କା: ମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ସଂଶୋଧିତ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯିବା ପରେ ଉଲ୍ଲଂଘନକାରୀଙ୍କଠାରୁ ଚାଲାଣ କରାଯାଇ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ହେଲେ କେତେକ କ୍ଷେତ୍ରରେ ଚାଲାଣ...

CORONAVIRUS UPDATE: ରାଜ୍ୟରେ ୧୧ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଭୟଙ୍କର ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ପୁଣି ୫୭୭ ପୁଣି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ବିସ୍ମିତ, ବିଦ୍ୟାଶ୍ରୀଙ୍କ ନାମରେ ମାମଲା

ଖଇରା, ୮।୯(ଡି.ଏନ.ଏ.) : ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା ଦିନକୁ ଦିନକୁ ଦିନ ନୂଆମୋଡ ନେବାରେ ଲାଗିଛି। ଆଦିତ୍ୟଙ୍କ ସହ ସମ୍ପର୍କ ଥିବା ଖଇରା...

ଆପଣ-ଶାଶୁ ଯେମିତି ଭଲରେ ଅଛନ୍ତି, ଆମକୁ ସେମିତି ରହିବାକୁ ଦିଅନ୍ତୁ: ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଯାହା ଚାହୁଁଥିଲେ ତାହା ହିଁ ହେଲା। ଦୀର୍ଘ ୪୪ ଦିନ ଧାରଣାରେ ବସିବା ପରେ ଛତ୍ରପୁର କୋର୍ଟଙ୍କ ରାୟ ତପସ୍ବିନୀ ଦାଶଙ୍କ ସପକ୍ଷରେ...

Advertisement
Archives

Model This Week