ରାଜଧାନୀରୁ ୨୫ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ୨୫ଲକ୍ଷର ବ୍ରାଉନସୁଗାର ଜବତ ହୋଇଛି। ସୁନ୍ଦରପଦା ହାଇଟେକ୍‌ ଛକରୁ ଏହି ଧଳା ଜହର ଜବତ କରିଛି ଏୟାରଫିଲ୍ଡ ଥାନା ପୋଲିସ । ବ୍ରାଉନସୁଗାର କାରବାରରେ ୟୁପିର ଡ୍ରଗ୍ସ ମାଫିଆ ଆନନ୍ଦ କୁମାରକୁ ଗିରଫ କରିଛି ପୋଲିସ। ଆନନ୍ଦଠାରୁ ୨୫୦ଗ୍ରାମ ବ୍ରାଉନସୁଗାର ସହ ନଗଦ ୭୬୦୦ଟଙ୍କା ଓ ୨ଟି ମୋବାଇଲ ଜବତ କରିଛି ପୋଲିସ ।
ସୂଚନାଯୋଗ୍ୟ, ବ୍ରାଉନସୁଗାର ମାଫିଆ ଭୁବନେଶ୍ବର କାର୍ଗିଲ ବସ୍ତିରେ ରହୁଥିଲେ । କିଛିଦିନ ଧରି ଧଳାଜହର କାରବାର ବୃଦ୍ଧି ପାଇଥିବା ବେଳେ କମିଶନରେଟ୍‌ ପୋଲିସ ଅପରେଶନ ଜାରି ରଖିଛି । ଚଳିତବର୍ଷ ଭୁବନେଶ୍ବରରୁ ୬କେଜି ବ୍ରାଉନସୁଗାର ଜବତ ହୋଇଥିବା ବେଳେ ମୋଟ୍‌ ୬୮ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri