ରାଜଧାନୀରୁ ୨୫ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ୨୫ଲକ୍ଷର ବ୍ରାଉନସୁଗାର ଜବତ ହୋଇଛି। ସୁନ୍ଦରପଦା ହାଇଟେକ୍‌ ଛକରୁ ଏହି ଧଳା ଜହର ଜବତ କରିଛି ଏୟାରଫିଲ୍ଡ ଥାନା ପୋଲିସ । ବ୍ରାଉନସୁଗାର କାରବାରରେ ୟୁପିର ଡ୍ରଗ୍ସ ମାଫିଆ ଆନନ୍ଦ କୁମାରକୁ ଗିରଫ କରିଛି ପୋଲିସ। ଆନନ୍ଦଠାରୁ ୨୫୦ଗ୍ରାମ ବ୍ରାଉନସୁଗାର ସହ ନଗଦ ୭୬୦୦ଟଙ୍କା ଓ ୨ଟି ମୋବାଇଲ ଜବତ କରିଛି ପୋଲିସ ।
ସୂଚନାଯୋଗ୍ୟ, ବ୍ରାଉନସୁଗାର ମାଫିଆ ଭୁବନେଶ୍ବର କାର୍ଗିଲ ବସ୍ତିରେ ରହୁଥିଲେ । କିଛିଦିନ ଧରି ଧଳାଜହର କାରବାର ବୃଦ୍ଧି ପାଇଥିବା ବେଳେ କମିଶନରେଟ୍‌ ପୋଲିସ ଅପରେଶନ ଜାରି ରଖିଛି । ଚଳିତବର୍ଷ ଭୁବନେଶ୍ବରରୁ ୬କେଜି ବ୍ରାଉନସୁଗାର ଜବତ ହୋଇଥିବା ବେଳେ ମୋଟ୍‌ ୬୮ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା

ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି...

ଖଣ୍ଡଗିରି ଯାତ୍ରାରେ ପୁଣି ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): କଟକଣା ସତ୍ତ୍ୱେ ଚଳିତବର୍ଷ ଖଣ୍ଡଗିରି କୁମ୍ଭମେଳା ଯାତ୍ରା ମଞ୍ଚରେ ପୁଣି ପରିବେଷଣ ହୋଇଛି ଅଶ୍ଳୀଳ ନୃତ୍ୟ। ଏଭଳି ନୃତ୍ୟ ପ୍ରଦର୍ଶନକୁ ନେଇ ବିବାଦ...

ଶ୍ରମିକଙ୍କ ସମସ୍ୟା ବୁଝିବାକୁ ନୋଡାଲ ଅଫିସର ନିଯୁକ୍ତି କର

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନକୁ ମେ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟର...

ଆଜିଠାରୁ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା

(ଉପେନ୍ଦ୍ର ରାଉତ) ବଅଁରପାଳ, ୧୨।୧୧ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ଠାରେ ଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ଗଡ଼ସନ୍ତ୍ରୀ...

ବିଳମ୍ବିତ ନ୍ୟାୟରେ ଅତିଷ୍ଠ, କୋର୍ଟ ପରିସରରେ ବିଷ ପିଇଲେ ମହିଳା ଆଇନଜୀବୀ

ବାଲେଶ୍ୱର ଅଫିସ, ୧୨।୫: ଅନ୍ୟଙ୍କୁ ନ୍ୟାୟ ଦେବାକୁ ବିଚାରାଳୟରେ ମାମଲା ଲଢ଼ୁଥିବା ଜଣେ ମହିଳା ଆଇନଜୀବୀ ଆଜି ନିଜ ପାରିବାରିକ ମାମଲାରେ ହତାଶ ହୋଇପଡ଼ିଛନ୍ତି। ବିଳମ୍ବିତ...

ବିଭିନ୍ନ ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଘଟଣା: ଦ୍ୱିତୀୟ ଦିନରେ ଭିଜିଲାନ୍ସ ତଦନ୍ତ

ବରୀ,୧୯ା୧୦(ସ୍ବ.ପ୍ର.): ବରୀ ବ୍ଲକର ବିକାଶମୂଳକ କାର୍ଯ୍ୟରେ ହୋଇଥିବା ଅନିୟମିତତାକୁ ନେଇ ଭିଜିଲାନ୍ସ ତଦନ୍ତ ଶୁକ୍ରବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଗୋଟିଏ ପ୍ରକଳ୍ପ ପାଇଁ ଦୁଇ ଥର...

ସ୍ପେସ୍‌ ଆଣ୍ଡ୍‌ ସ୍ପେସ୍‌

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ‘ସ୍ପେସ୍‌ ଆଣ୍ଡ୍‌ ସ୍ପେସ୍‌’ ରବିବାର ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରୀ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ପ୍ରଦର୍ଶନୀକୁ ଅଭିନେତା ତଥା ନିକଟରେ...

ପଶ୍ଚିମବଙ୍ଗର ରିଗ୍‌ ମେଶିନ ଲାଗିଲା

ଗୋପ,୮।୨(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ ସନ୍ଧାନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ୫୦ରୁ ଊଦ୍ଧର୍‌ବ...

Advertisement
Archives

Model This Week