୨୫ ଲକ୍ଷ ଟଙ୍କାର କଫ ସିରଫ ଜବତ: ୪ ଗିରଫ

ବରଗଡ ଅଫିସ,୧୫।୧୦-ବରଗଡ ଜିଲା ସୋହେଲା ଥାନା ପୋଲିସ ବୁଧବାର ହଲଦୀପାଲି ଛକରେ ଚଢାଉ କରି ଏକ କଫ ସିରଫ ବୋଝେଇ ଏକ ପିକଅପ୍‌ ଭ୍ୟାନକୁ ଜବତ କରିଛି। ଏହି ଘଟଣାରେ ସମ୍ବଲପୁର ଜିଲା ଶାସନ ଥାନା ତାଲପଦର ଗ୍ରାମର ଗୁରୁ ର୍ମିଦ୍ଧା, ଶାସନର ଆକାଶ କୁମ୍ଭାର, ଅଇଁଠାପାଲି ଥାନା ବେହେରାପାଲିର ଆଲୋକ ମହାରଣା, ବଲାଙ୍ଗୀର ଜିଲା ସୋଢାପଦର ଗ୍ରାମର ଶଙ୍କରଦେବ ଓରଫ ଦୀପକ ସେଠଙ୍କୁ ଗିରଫ କରାଯାଇଛି। ଚଢାଉରେ ୧୩ ହଜାର ୨ଶହ ବୋତଲ କଫ ସିରଫ ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୨୫ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି। ଏ ନେଇ ସୋହେଲା ଥାନାରେ ନଂ. ୧୬୧/୨୦୨୦ ଏକ ମାମଲା ରୁଜୁ ହୋଇଥିବା ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ପଦ୍ମିନୀ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri