୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର ଅଫିସ,୬ା୩: ଥମୁନି  ଧଳା ଜହର କାରବାର। ବାଲେଶ୍ୱର ଜିଲା କମର୍ଦ୍ଦା ବଜାରରୁ ୨୬୦ ଗ୍ରାମର ବ୍ରାଉନସୁଗାର ଜବତ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ଧଳା ଜହର ଆନୁମାନିକ ବଜାରର ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ।
ସୂଚନାନୁସାରେ, ଗତ ଶନିବାର କମର୍ଦ୍ଦା ଅଞ୍ଚଳରେ କାରବାର କରୁଥିବା ଏକ ଭିଡିଓ ଭାଇରାଲ ହୋଇଥିଲା। ଯାହା ଭୋଗରାଇ ବ୍ଲକ କମର୍ଦ୍ଦା ଥାନାର ମାତ୍ର ୫୦୦ ମିଟର ମଧ୍ୟରେ ଥିବା ୫୭ ନଂ ରାଜ୍ୟ ରାଜପଥ କଡ଼ରେ ଥିବା ଏକ ଦୋକାନ ମଧ୍ୟରେ କିଛି ଯୁବକକୁ ବ୍ରାଉନସୁଗାର ବିକ୍ରି କରୁଥିବା ଭିଡିଓରୁ ଜଣାପଡ଼ିଥିଲା। ଜଳେଶ୍ୱର ପୋଲିସ ସହାୟତାରେ ଅବକାରୀ ବିଭାଗ ଗତକାଲି ରାତିରେ ମିଳିତ ଚଢ଼ାଉ କରି ଅମ୍ବୁ ଦାସ ନାମକ ଏକ ଜଣେ ବେପାରୀଙ୍କୁ ଗିରଫ କରିଥିବାର ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ତୁଳା ଗୋଦାମ

କଟକ ଅଫିସ,୨୮ା୪:ଜଗତପୁରସ୍ଥିତ ଏକ ତୁଳା ଗୋଦାମରେ ନିଆଁ ଲାଗି ଛାରଖାର ହୋଇଯାଇଛି। ଖବର ଅନୁଯାୟୀ, ଜଗତପୁରରେ ଥିବା ଏକ ତୁଳା ଗୋଦାମରେ ଗୁରୁବାର ହଠାତ୍‌ ନିଆଁ...

ଶିଶୁଙ୍କ ପାଇଁ ବିପଦ ସାଜିଛି ଖୋଲା ବୋରୱେଲ:ନିର୍ଦ୍ଦେଶ ସତ୍ତ୍ୱେ ପ୍ରତିକାର ପାଇଁ ନାହିଁ ପଦକ୍ଷେପ

ଯାଜପୁର ଅଫିସ,୧୯ା୧: ଖୋଲା କିମ୍ବା ପରିତ୍ୟକ୍ତ ଟ୍ୟୁବୱେଲ ଓ ବୋରୱେଲ ଛୋଟଛୋଟ ପିଲାଙ୍କ ପାଇଁ ବିଭିନ୍ନ ସମୟରେ ବିପଦ ସାଜିଛି। ଖୋଲା ବୋରୱେଲ ଓ ଟ୍ୟୁବୱେଲଗୁଡ଼ିକରେ...

ଅଭିଷେକ ହେଲେ ମହାପ୍ରଭୁ

ପୁରୀ ଅଫିସ, ୧୮।୧: ପବିତ୍ର ପୌଷପୂର୍ଣ୍ଣିମାରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଶ୍ରୀବିଗ୍ରହମାନଙ୍କୁ ରାଜରାଜେଶ୍ୱର ବା ସୁନାବେଶରେ ସଜ୍ଜିତ କରାଯାଇଛି। ତେବେ...

ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ...

ଏସିଡ୍‌ ମାଡ଼ରେ ୫ ଗୁରୁତର

ବରଗଡ଼ ଅଫିସ,୧୧ା୧୨: ବରଗଡ଼ ପୌର ପରିଷଦ ଅଧୀନ ୧୧ ନଂ ଓ୍ବାର୍ଡ ନୂଆପଡ଼ାରେ ଶନିବାର ଏସିଡ୍‌ ମାଡ଼ ହୋଇଛି। ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି।...

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା: ପ୍ରସ୍ତୁତିର ସମୀକ୍ଷା କଲେ ଡିଜିପି

କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ...

୨୪ ଘଣ୍ଟାରେ ୫ ଦୋକାନ ସିଲ୍‌

ଦେବଗଡ଼,୨୯ା୪(ଡି.ଏନ.ଏ.)-ଲକ୍‌ଡାଉନ କଟକଣା ସତ୍ତ୍ୱେ ନିର୍ଦ୍ଧାରିତ ସମୟଠାରୁ ଅଧିକ ସମୟ ଦୋକାନ ଖୋଲା ରଖିବା ଏବଂ କୌଣସି କାମ ନ ଥାଇ ବାହାରେ ବୁଲାବୁଲି କରୁଥିବା ବ୍ୟକ୍ତିମାନଙ୍କ...

ଭୁବନେଶ୍ୱର-ଆନନ୍ଦବିହାର ସୁପରଫାଷ୍ଟ ୨ଦିନ ବାତିଲ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଉତ୍ତର କେନ୍ଦ୍ରୀୟ ରେଳପଥ ଅନ୍ତର୍ଗତ ଉତ୍ତର ପ୍ରଦେଶର ନୈନି ଷ୍ଟେଶନଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଭୁବନେଶ୍ୱର-ଆନନ୍ଦବିହାର-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ ଭାୟା ଅନୁଗୋଳ...

Advertisement
Archives

Model This Week