୩୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭଦ୍ରକ ଅଫିସ,୩୧।୩: ଭଦ୍ରକରୁ ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ମଙ୍ଗଳବାର ରାତିରେ ଭଦ୍ରକ-ଚାନ୍ଦବାଲି ରାସ୍ତା କାରମେଲ ସ୍କୁଲ ନିକଟରୁ ପୁରୁଣାବଜାର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କୁ ଗିରଫ କରିବା ସହ ତାଙ୍କ ପାଖରୁ ୩୩୦ ଗ୍ରାମର ବ୍ରାଉନସୁଗାର ଜବତ କରିଛି। ଗିରଫ ବ୍ୟବସାୟୀ ହେଲେ ବାସୁଦେବପୁର ଥାନା କୁସୁଣିବିନ୍ଧାର ମନୋରଞ୍ଜନ ମଲିକ। ଏ ନେଇ ଥାନାରେ ଏକ ମାମଲା (ନଂ. ୧୧୬/୨୧) ରୁଜୁ ହୋଇଛି। ମନୋରଞ୍ଜନ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଆଣି ଭଦ୍ରକରେ ଦୀର୍ଘ ଦିନ ଧରି ବ୍ୟବସାୟ କରି ଆସୁଥିଲେ। ପୁରୁଣାବଜାର ଥାନା ଅଧିକାରୀ ଗଣେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ କାରମେଲ ସ୍କୁଲ ନିକଟରୁ ତାଙ୍କୁ କାବୁ କରିଥିଲା। ବ୍ରାଉନସୁଗାର ସହ ଏକ ବାଇକ୍‌ ପୋଲିସ ଜବତ କରିଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩୩ ଲକ୍ଷ ଟଙ୍କା ହେବ ବୋଲି ଏସ୍‌ଡିପିଓ ସାର୍ଥକ ରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କବିତା ପ୍ରାର୍ଥନାର ଯାତ୍ରାଟିଏ

ବଲାଙ୍ଗୀର ଅଫିସ, ୧୧ା୧ କବିତା ପ୍ରାର୍ଥନାଟିଏ ସମଗ୍ର ବିଶ୍ୱ ପାଇଁ ା କବିତା ମାନବିକତାର ସ୍ବର। ବିଷାଦ ଭିତରେ କବିତା ଏକ ନିରବ ବିଶ୍ୱାସ ା...

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୪୪୨୯ପ୍ରବାସୀ

ବଲାଙ୍ଗୀର ଅଫିସ, ୨୭ା୫-ବଲାଙ୍ଗୀର ରେଳଷ୍ଟେଶନ୍‌ରେ ମଙ୍ଗଳବାର ରାତିରେ ଗୋଟିଏ ଓ ବୁଧବାର ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଥିଲା ା ଏହି ତିନି ଟ୍ରେନ୍‌ରେ ସମୁଦାୟ...

ନିର୍ବାଚନ ପାଇଁ ପିସିସି ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ନିର୍ବାଚନ ପରିଚାଳନା ପାଇଁ କଂଗ୍ରେସ ତା’ର ସାଙ୍ଗଠନିକ ଜିଲା ପାଇଁ ସଂଯୋଜକ ନିଯୁକ୍ତ କରିଛି। ପିସିସିର ପଞ୍ଚାୟତ ଓ ପୌର ନିର୍ବାଚନ ପରିଚାଳନା କମିଟି...

ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ଓଡ଼ିଶାରେ ୨ ଜଣଙ୍କ ଶରୀରରେ କରୋନା ପଜିଟିଭ୍‌ ଥିବା ଜଣାପଡିଲାଣି। ପ୍ରତିଦିନ ନମୁନା ପରୀକ୍ଷା କରାଯାଉଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା...

କେନ୍ଦ୍ର ଅବହେଳାରୁ ମହେନ୍ଦ୍ରଗିରି ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୬ା୭- ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଭୁକ୍ତ ଗଜପତି ଜିଲାରେ ଥିବା ପୁରାଣ ପ୍ରସିଦ୍ଧ ଓ ଐତିହାସିକ ସ୍ଥଳି ମହେନ୍ଦ୍ରଗିରି ପର୍ବତର ବିକାଶ ପ୍ରତି...

ଚାଲିଛି ସୌନ୍ଦର୍ଯ୍ୟକରଣ କାମ, ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୧୫।୯: ଶ୍ରୀମନ୍ଦିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଚାଲିଥିବା ଉଚ୍ଛେଦ ଅଭିଯାନ ସାମୟିକ ଭାବେ ସ୍ଥଗିତ ରହିଛି। ଆଗକୁ ଏକାଧିକ ମଠ ଭଙ୍ଗାଯିବା ଲାଗି...

ବିଦ୍ୟୁତ୍‌ ଆଘାତରେ ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଧର୍ମଶାଳା,୮ା୮(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ଗ୍ରାମରେ ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ଜଣଙ୍କ ଦିଗାମ୍ବରପୁର...

କ୍ଷୟକ୍ଷତି ଆକଳନ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮।୮(ବ୍ୟୁରୋ):  ଗତ ୫ ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହୋଇଛି। ତେବେ ୧୦ଟି ଜିଲାରେ ପ୍ରବଳ ବର୍ଷା ହୋଇଛି। ମାଲକାନଗିରି ଜିଲାରେ ସର୍ବାଧିକ...

Advertisement
Archives

Model This Week