୩୫ ଲକ୍ଷ ଭତ୍ତା ଟଙ୍କା ଆତ୍ମସାତ, ୮ଜଣଙ୍କୁ ରିପୋର୍ଟ ମାଗିଲା ଭିଜିଲାନ୍ସ

କେସିଙ୍ଗା,୬।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦିବ୍ୟାଙ୍ଗ, ବିଧବା ଏବଂ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ ହୋଇଥିବା ଜଣାପଡ଼ିଛିି। ଏ ନେଇ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ବ୍ଲକରେ କାର୍ଯ୍ୟରତ ୮ କର୍ମଚାରୀଙ୍କ ରିପୋର୍ଟ ମାଗିଛି। ଏହାକୁ ନେଇ ବ୍ଲକ କାର୍ଯ୍ୟାଳୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ୨୦୧୯-୨୦ ଆର୍ଥିକ ବର୍ଷରେ ସିରଜାପାଲି ପଞ୍ଚାୟତର ପିଇଓ ଭତ୍ତା ବାଣ୍ଟିବା ପାଇଁ ବ୍ଲକ କାର୍ଯ୍ୟାଳୟରୁ ୩୫ ଲକ୍ଷ ୨୨ହଜାର ୨୦୦ ଟଙ୍କା ଉଠାଇ ନେଇଥିଲେ। ଘଟଣାର ୩ ବର୍ଷ ବିତିଯାଇଥିଲେ ମଧ୍ୟ ପଞ୍ଚାୟତ ପିଇଓ ହିସାବ ଦେଇ ନ ଥିଲେ। ଅଡିଟ ରିପୋର୍ଟ ମୁତାବକ ଉକ୍ତ କର୍ମଚାରୀଙ୍କ ନାମରେ ୩୫ ଲକ୍ଷ ୨୨ ହାଜର ୨୦୦ ଟଙ୍କାର ହିସାବ ଠିକ୍‌ ନ ଥିବାରୁ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ରିପୋର୍ଟ ମଗାଯାଇଛି। ଅନ୍ୟପକ୍ଷେ ବ୍ଲକର ୪୪ଜଣ କର୍ମଚାରୀଙ୍କ ବିରୋଧରେ ଅଡିଟ ରିପୋର୍ଟରେ ଟଙ୍କା ହଡ଼ପ ଅଭିଯୋଗ ହୋଇଛି। ଏପରି କି ବ୍ଲକର ୨ କୋଟି ୮୪ ଲକ୍ଷ ୩୬ ହଜାର ୮ଶହ ଟଙ୍କା ଭତ୍ତା ବାବଦ ଏଯାବତ ହିସାବ କର୍ମଚାରୀ ଦେଇ ନ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri