୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗିରଫ ହେଲେ ମା’-ପୁଅ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ରାଜଧାନୀସ୍ଥିିତ ଭରତପୁର କୋଲାଥିଆରୁ ସ୍ପେସାଲ ସ୍କ୍ବାଡ୍‌ ଟିମ୍‌ ଓ ଭରତପୁର ଥାନା ପୋଲିସ ଶୁକ୍ରବାର ଏକ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ର୍ ହେବ । ଏହି ଘଟଣାରେ ପୋଲିସ ମା’ ପୁଅଙ୍କୁ ଗିରଫ କରିଛି। ମା’ ଗଞ୍ଜେଇ ଚୋରା ଚାଲାଣର ମାଷ୍ଟରମାଇଣ୍ଡ ଥିବା ବେଳେ ଏହି କାମରେ ସାହାଯ୍ୟ କରିବାକୁ ଏମ୍‌ସିଏ ପଢ଼ୁଥିବା ପୁଅକୁ ଲଗାଇଥିଲେ। କୌଣସି ସୂତ୍ରରୁ ପୋଲିସ ଖବରପାଇ ଘରେ ଚଢ଼ାଉ କରି ୧ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ମା’ପୁଅକୁ ଗିରଫ କରିଛି। ଉଭୟଙ୍କୁ ଆଜି କୋର୍ଟ ଚାଲାଣ କରାଯିବ। କନ୍ଧମାଳରୁ ଗଞ୍ଜେଇ ଆଣି ବିଭିନ୍ନ ରାଜ୍ୟକୁ ଚୋରାଚାଲାଣ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୧୧ ରେ ବରାନୁଗମନ, ବରଯାତ୍ରୀ ଯିବେ ୨ଶହ

ପୁରୁଣା ଭୁବନେଶ୍ୱର,୧।୬(ଡି.ଏନ୍‌.ଏ.): ଆସନ୍ତା ୪ ତାରିଖରେ ଶୀତଳଷଷ୍ଠୀ। ଏହି ଅବସରରେ ପ୍ରଭୁ ଶ୍ରୀଲିଙ୍ଗରାଜ, ମା’ ପାର୍ବତୀ ଦେବଦମ୍ପତିଙ୍କ ମଧ୍ୟରେ ବିଧି ମୁତାବକ ବିବାହ ଉତ୍ସବ ଅନୁଷ୍ଠିତ...

ନାବାଳିକାଙ୍କୁ ବଳାତ୍କାର ଘଟଣା: ପୂର୍ବତନ ଆଇଆଇସି ଆନନ୍ଦ ମାଝି ଗିରଫ

କଟକ ଅଫିସ,୧।୭-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ଗିରଫ କରିଛି। ଏ ନେଇ...

ଭିକ୍ଷା ମାଗୁଛନ୍ତି ପୂର୍ବତନ ଡିଏସ୍‌ପିଙ୍କ ପୁଅ

କଟକ ଅଫିସ,୧୫ା୭: ଦିବାକର ପରିଡ଼ା ଥିଲେ ପୋଲିସ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ସେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଭାରତ ପକ୍ଷରୁ ବ୍ରିଟିଶ ସେନାରେ ଯୋଗ ଦେଇଥିଲେ।...

ରଣାଙ୍ଗନକୁ ଓହ୍ଲାଇଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଦୁଇ ଜଣ ପୂର୍ବତନ ବିଧାୟକ। ଏହି ଉପନିର୍ବାଚନ ପାଇଁ କଂଗ୍ରେସ ଶନିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଦାଦାବଟି ଆଦାୟ ଅଭିଯୋଗ: ଯୁବ କଂଗ୍ରେସ ନେତା ଗିରଫ

କଟକ ଅଫିସ, ୯ା୧୨: ଖ୍ରୀଷ୍ଟ ମହାବିଦ୍ୟାଳୟ ଓ ବକ୍ସିବଜାର ଅଞ୍ଚଳରେ ଆତଙ୍କରାଜ ଚଳାଇବା ଏବଂ ଦାଦାବଟି ଆଦାୟ କରିବା ଅଭିଯୋଗରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଯୁବ...

ବଢ଼ିଲା ଖରା: ୩୦ ଡିଗ୍ରୀ ଉପରେ ୧୭ ସହର; ମାଲକାନଗିରିରେ ସର୍ବାଧିକ ୩୫.୨ ଡିଗ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜ୍ୟରେ ଆଉ ଶୀତ ଅନୁଭବ ହେବ ନାହିଁ। ଚଳିତମାସର ବାକି ଦିନଗୁଡ଼ିକରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଦିନବେଳା ୩୫ଡିଗ୍ରୀ ଏବଂ ରାତିରେ ୧୭ଡିଗ୍ରୀ...

ଘନ କୁହୁଡ଼ି ନେଇ ଦୁଇଦିନ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୮ା୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଗରମ ଅନୁଭୂତ ହେଲାଣି। ଦିନରେ ପ୍ରବଳ ଖରା ହେଉଛି। ଲାଗୁଛି ଏଥର ଖରାଦିନ ଲୋକଙ୍କୁ ଛଟପଟ କରିବ। ଅପରପକ୍ଷେ...

ଉପନିର୍ଦ୍ଦେଶକ, ପ୍ରାଣୀଧନ ନିରୀକ୍ଷକ ପଦ ଖାଲି

ସୋନପୁର,୧୨।୧୧(ନି.ପ୍ର.) କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ଅଧିବାସୀଙ୍କ ଦ୍ୱିତୀୟ ମୁଖ୍ୟ ଜୀବିକା ପ୍ରାଣୀ ସମ୍ପଦ ପାଳନ। ସଂଖ୍ୟାଧିକ ଲୋକ ଗାଇ, ବଳଦ, ମଇଁଷି, ମେଣ୍ଡା, ଛେଳି...

Advertisement
Archives

Model This Week