ବୁଲା ଗୋରୁ, କୁକୁରଙ୍କ ଖାଦ୍ୟ ପାଇଁ ୬୦ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗୋରୁଗାଈ ଏବଂ ଅନ୍ୟ ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲା ଗୋରୁଗାଈ ଏବଂ କୁକୁରଙ୍କ ଖାଦ୍ୟ ପାଇଁ ତାଙ୍କ ରିଲିଫ ପାଣ୍ଠିରୁ ରବିବାର ୬୦ ଲଷ ଟଙ୍କା ସହାୟତା ରାଶି ମଞ୍ଜୁର କରିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ରିଲିଫ ପାଣ୍ଠିରୁ ୫ମହାନଗର ନିଗମର ୪୮ଟି ମ୍ୟୁନିସିପାଲଟି ଓ ୬୧ଟି ଏନ୍‌ଏସିକୁ ୬୦ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜରିଆରେ ବୁଲା ପ୍ରାଣୀମାନଙ୍କୁ ଖାଦ୍ୟ ଯୋଗାଇ ଦେବେ। ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ ୨୦ ହଜାର ଟଙ୍କା,କଟକ,ସମ୍ବଲପୁର,ରାଉରକେଲା ଓ ବ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ ହଜାର ଟଙ୍କା ଏବଂ ମ୍ୟୁନିସିପାଲଟିମାନେ ଦୈନିକ ୫ ହଜାର ଟଙ୍କା ଓ ଏନ୍‌ଏସି ମାନେ ଦୈନିକ ୨ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri