Posted inଖେଳ

SA vs Ind 1st T20I: ବର୍ଷା ପାଇଁ ଅଟକିଲା ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍, ବିଳମ୍ବରେ ହେବ ଟସ୍

ନୂଆଦିଲ୍ଲୀ,୨୮।୧୦: ଭାରତୀୟ ଦଳ ଏବେ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟି ୨୦ ସିରିଜର ପ୍ରଥମେ ମ୍ୟାଚ୍ ରବିବାର ଡର୍ବାନରେ ଖେଳାଯିବ। କିନ୍ତୁ ଏହାପୂର୍ବରୁ ଡର୍ବାନରେ ବର୍ଷା ଆରମ୍ଭ ହୋଇଯାଇଛି, ଯେଉଁଥିପାଇଁ ମ୍ୟାଚ୍ ପାଇଁ ଟସ୍ ବିଳମ୍ବ ହେବ।

ଏହି ଟି-୨୦ ସିରିଜରେ ସୂର‌୍ୟ୍ୟକୁମାର ଯାଦବ ଭାରତୀୟ ଦଳର ନେତୃତ୍ୱ ନେଉଛନ୍ତି। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଘରୋଇ ଟି -୨୦ ସିରିଜରେ ସେ ଅଧିନାୟକତ୍ୱ ଗ୍ରହଣ କରିଥିଲେ। ଏହି ସିରିଜରେ ଭାରତୀୟ ଦଳ ମଧ୍ୟ ୪-୧ ର ଦୃଢ଼ ବିଜୟ ହାସଲ କରିଛି।

ଡର୍ବାନରେ ଉଭୟ ଦଳର ରେକର୍ଡ ଦେଖିଲେ ଏଠାରେ ଭାରତ ୫ ଟି -୨୦ ମ୍ୟାଚ୍ ଖେଳିଛି ଯେଉଁଥିରେ ୩ ଟି ଜିତିଛି ଏବଂ ଗୋଟିଏ ମ୍ୟାଚ୍ ଡ୍ର ହୋଇଥିଲା। ଏହି ଗ୍ରାଉଣ୍ଡରେ ଭାରତର ଗୋଟିଏ ଟି -୨୦ ମ୍ୟାଚରେ କୌଣସି ଫଳାଫଳ ବାହାରି ପାରି ନଥିଲା। ବର୍ତ୍ତମାନର ମ୍ୟାଚ୍ ପୂର୍ବରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏହି ଗ୍ରାଉଣ୍ଡରେ କେବଳ ଗୋଟିଏ ମ୍ୟାଚ୍ (୨୦୦୭ ଟି -୨୦ ବିଶ୍ୱକପ୍) ଖେଳାଯାଇଥିଲା, ଯେଉଁଥିରେ ଭାରତ ୩୭ ରନରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri