Posted inଜାତୀୟ

ୟୁପିଏସସି ଜାଗାରେ ଆରଏସଏସରେ ହେଉଛି ଭର୍ତ୍ତି, ଛଡାଇ ନିଆଯାଉଛି ସଂରକ୍ଷଣ: ରାହୁଲ

ନୂଆଦିଲ୍ଲୀ,୧୮।୮: କଂଗ୍ରେସ ଏମପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। ୟୁପିଏସସି ଦ୍ୱାରା କରାଯାଇଥିବା ସମ୍ପ୍ରତି ନିଯୁକ୍ତି ସମ୍ପର୍କରେ ସେ କହିଛନ୍ତି ଯେ ଏହି ସରକାର ଲୋକସେବା ଆୟୋଗ ପରିବର୍ତ୍ତେ ‘ରାଷ୍ଟ୍ରୀୟ ସ୍ବୟଂସେବାକ ସଂଗଠନ’ ମାଧ୍ୟମରେ ବଡ ପଦବୀରେ ନିଯୁକ୍ତି କରୁଛନ୍ତି।
ରାହୁଲ ଗାନ୍ଧୀ କହିଛନ୍ତି ଯେ ନରେନ୍ଦ୍ର ମୋଦି କେନ୍ଦ୍ର ଲୋକସେବା ଆୟୋଗ ପରିବର୍ତ୍ତେ ‘ରାଷ୍ଟ୍ରିୟ ସ୍ବୟଂସେବାକ ସଂଗଠନ’ ମାଧ୍ୟମରେ ସରକାରୀ କର୍ମଚାରୀ ନିଯୁକ୍ତି କରି ସମ୍ବିଧାନ ଉପରେ ଆକ୍ରମଣ କରୁଛନ୍ତି। ଲେଟରାଲ ଏଣ୍ଟ୍ରି ମାଧ୍ୟମରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟରେ ଗୁରୁତ୍ୱପୂର୍ଣ୍ଣ ପଦବୀ ନିଯୁକ୍ତି କରି ଏସସି, ଏସଟି ଏବଂ ଓବିସି ବର୍ଗର ସଂରକ୍ଷଣ ଖୋଲାଖୋଲି ଭାବେ ଛଡ଼ାଇ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri