Posted inଜାତୀୟ

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ ଏଭଳି ପ୍ରସଙ୍ଗ ଉଠାଇ ହିନ୍ଦୁମାନଙ୍କର ନେତା ହୋଇପାରିବେ। ବର୍ତ୍ତମାନ ଜଗତ ଗୁରୁ ସ୍ବାମୀ ରାମଭଦ୍ରାଚାର୍ଯ୍ୟ ମହାରାଜ ମଧ୍ୟ ତାଙ୍କ ବିବୃତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି।
ସ୍ବାମୀ ରାମଭଦ୍ରାଚାର୍ଯ୍ୟ ମହାରାଜ ରାଷ୍ଟ୍ରୀୟ ସ୍ବଂୟ ସେବକ ସଂଘ(ଆରଏସଏସ) ମୁଖ୍ୟ ମୋହନ ଭାଗବତଙ୍କ ବିବୃତ୍ତିରେ ମତଭେଦ ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ମୋହନ ଭାଗବତ ଆମର ଅନୁଶାସକ ନୁହଁନ୍ତି।
ମୋହନ ଭାଗବତଙ୍କ ନିକଟରେ ଦେଇଥିବା ବିବୃତ୍ତିରେ ସ୍ବାମୀ ରାମଭଦ୍ରାଚାର୍ଯ୍ୟ କହିଛନ୍ତି, ‘ମୁଁ ମୋହନ ଭାଗବତ ଜୀ ଙ୍କ ବିବୃତ୍ତିରେ ଆଦୌ ସହମତ ନୁହଁ। ମୁଁ ଏହା ସ୍ପଷ୍ଟ କରିବାକୁ ଚାହୁଁଛି ଯେ ମୋହନ ଭାଗବତ ଆମର ଅନୁଶାସକ ନୁହଁନ୍ତି। ବରଂ ଆମେ ତାଙ୍କର ଅନୁଶାସକ।’ ମୋହନ ଭାଗବତ କହିଥିଲେ ଯେ କେତେକ ଲୋକ ହିନ୍ଦୁମାନଙ୍କର ନେତା ହେବାକୁ ଚେଷ୍ଟା କରୁଛନ୍ତି।
ଜ୍ୟୋତିଶପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭୀମୁକ୍ତେଶ୍ୱରାନନ୍ଦ ରାଷ୍ଟ୍ରୀୟ ସ୍ବଂୟ ସେବାକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତଙ୍କୁ ସମାଲୋଚନା କରି ତାଙ୍କୁ ରାଜନୈତିକ ସୁବିଧା ଅନୁଯାୟୀ ବିବୃତ୍ତି ଦେଇଥିବାର ଅଭିଯୋଗ କରିଥିଲେ ଏବଂ କହିଥିଲେ ଯେ ତାଙ୍କୁ ଯେତେବେଳେ ଶାସନ କ୍ଷମତା ମିଳିଲା ସେତେବେଳେ ସେ ମନ୍ଦିର-ମନ୍ଦିର କରୁଥିଲେ, ବର୍ତ୍ତମାନ କ୍ଷମତା ମିଳିଯିବାରୁ ସେମାନେ ମନ୍ଦିର ନ ଖୋଜିବାକୁ ପରାମର୍ଶ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?