Posted inଜାତୀୟ

କେନ୍ଦ୍ରର ବିଭିନ୍ନ ମନ୍ତ୍ରଣାଳୟର ନିଷ୍ପତ୍ତି ନେଉଛି ଆରଏସଏସ: ରାହୁଲଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୧୯।୮ : ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟାଗେର୍ଟ କରିଛନ୍ତି ସେ ଅଭିଯୋଗ କରିଛନ୍ତି ସଂଘ ଦେଶର ପ୍ରତ୍ୟେକ ଅନୁଷ୍ଠାନରେ ନିଜ ଲୋକଙ୍କୁ ସ୍ଥାନ ଦେଉଛି। ଲଦାଖରେ ଜନସାଧାରଣଙ୍କ ମଧ୍ୟରେ ହୋଇଥିବା ଏକ ଭିଡିଓ କ୍ଲିପ୍ରେ ସେ ଦାବି କରିଛନ୍ତି କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀମାନେ ନିଷ୍ପତ୍ତି ନେଉନାହାଁନ୍ତି, ବରଂ ମନ୍ତ୍ରଣାଳୟରେ କ’ଣ ଘଟିବ ସେନେଇ ଆରଏସଏସ ନିଷ୍ପତ୍ତି ନେଉଛି।

ଆରଏସଏସ ଦେଶରେ ସବୁକିଛି ଚଳାଉଛି। ଆପଣ ଯଦି କୌଣସି କେନ୍ଦ୍ର ସରକାରଙ୍କ ମନ୍ତ୍ରୀଙ୍କୁ ପଚାରନ୍ତି ତେବେ ସେମାନେ ଆପଣଙ୍କୁ କହିବେ ଆରଏସଏସ ସଦସ୍ୟ ପ୍ରକୃତରେ ସେମାନଙ୍କର ମନ୍ତ୍ରଣାଳୟ ଚଳାଉଛନ୍ତି। ଆରଏସଏସ ଦ୍ୱାରା ନିଯୁକ୍ତ ଲୋକମାନେ ପ୍ରକୃତରେ ଏହି ମନ୍ତ୍ରଣାଳୟ ଚଳାଉଛନ୍ତି ଏବଂ ସବୁକିଛି ପରାମର୍ଶ ଦେଉଛନ୍ତି।

ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଅଭିଯୋଗ କରିଥିଲେ ଆରଏସଏସ-ଭାଜପାର ଚିନ୍ତାଧାରାରେ ପ୍ରତ୍ୟେକ ପରିବାରରେ ତ୍ରିରଙ୍ଗା ଉତ୍ତୋଳନ ଅଭିଯାନ ଚଳାଇଛି କାରଣ ସେମାନେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଭାରତ ଛାଡ ଆନ୍ଦୋଳନକୁ ସମର୍ଥନ କରି ନ ଥିଲେ।
ଆରଏସଏସ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଛାଡ ଆନ୍ଦୋଳନକୁ ବିରୋଧ କରିଥିଲା।

ଭାଜପା-ଆରଏସଏସ ବର୍ତ୍ତମାନ ଏକ ନୂତନ ଭାରତ ଛାଡ ଆନ୍ଦୋଳନ ଚଳାଉଛନ୍ତି। ଏହା ଅନ୍ତର୍ଗତ ବ୍ୟାଙ୍କ ଠକେଇ ପରେ ଶିଳ୍ପପତିମାନଙ୍କୁ ଦେଶ ଛାଡିବାକୁ ଅନୁମତି ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?