Posted inଜାତୀୟ

କଂଗ୍ରେସକୁ ଆରଏସଏସ ଫୋବିଆ: ସିପି ଜୋଶୀ

ଜୟପୁର,୧୨।୫:ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଭାଜପା ଏବଂ ଆରଏସଏସକୁ ଫାସିବାଦୀ କହିଥିବା ବୟାନକୁ ରାଜସ୍ଥାନର ଭାଜପା ସଭାପତି ସିପି ଜୋଶୀ ତାଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ନେତାଙ୍କୁ ଆରଏସଏସ ଫୋବିଆ ହୋଇଛି ସେଥିପାଇଁ ଏପରି ବୟାନ ଦେଉଛନ୍ତି।
କଂଗ୍ରେସ ଆରଏସଏସକୁ ଭୟ କରୁଛି। ସେଥିପାଇଁ ଦଳର ନେତାମାନେ ଆରଏସଏସ ବିରୋଧରେ ଭିତ୍ତିହୀନ ଅଭିଯୋଗ କରୁଛନ୍ତି। ସଂଗଠନର କର୍ମକର୍ତ୍ତାମାନେ ସମାଜରେ କୌଣସି ଭେଦଭାବ ନ କରି ସୈନିକ ପରି ସମସ୍ତଙ୍କର ସେବା କରୁଥିବାବେଳେ କଂଗ୍ରେସ କେବଳ ଗୋଟିଏ ପରିବାର ପାଇଁ ଉତ୍ସର୍ଗୀକୃତ ହୋଇ ରହୁଛି। ଆତଙ୍କବାଦୀଙ୍କୁ ସମ୍ମାନ ଦେବା ଏବଂ ଦେଶପ୍ରେମୀଙ୍କୁ ଟାର୍ଗେଟ କରିବା ଯୋଗୁଁ କଂଗ୍ରେସ ପତନର କାରଣ ସାଜୁଛି ବୋଲି ସେ କହିଛନ୍ତି।
ଜୋଶୀ କହିଛନ୍ତି ଯେ, ଗେହଲଟ ନିଜକୁ ମେୱାରର ଗାନ୍ଧୀ ବୋଲି କହୁଛନ୍ତି। କିନ୍ତୁ ତାଙ୍କର ପୁରା ୫ବର୍ଷ କ୍ଷମତା ଯୁଦ୍ଧରେ ସରିଗଲା। ସେ ୨୦୨୩ ନିର୍ବାଚନରେ ପରାଜୟକୁ ଡରୁଛନ୍ତି, ତେଣୁ ଏଣୁତେଣୁ କହୁଛନ୍ତି ଯାହା ରାହୁଲ ଗାନ୍ଧୀଙ୍କ ଦୃଷ୍ଟି ଆକର୍ଷଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?