Posted inଜାତୀୟ

ଆରଆର୍‌ଏସ୍‌ କାର୍ଯ୍ୟକର୍ତ୍ତାଙ୍କୁ ନିର୍ମମ ହତ୍ୟା

ଥିରୁଭାନନ୍ତପୁରମ୍‌,୧୫।୧୧: କେରଳର ପାଲକ୍କଡ ଜିଲାରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ) କାର୍ଯ୍ୟକର୍ତ୍ତାଙ୍କୁ ସୋମବାର ଛୁରି ଭୁସି ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଙ୍କ ଜଣଙ୍କ ହେଲେ ୨୭ ବର୍ଷୀୟ ଏସ ସଞ୍ଜିତ। ଏହି ମୃତ୍ୟୁ ପାଇଁ ଭାଜପା ଜିଲା ସଭାପତି କେ.ଏମ ହରିଦାସ ସୋସିଆଲ ଡେମୋକ୍ରାଟିକ ପାର୍ଟି ଅଫ ଇଣ୍ଡିଆର ରାଜନୈତିକ ୱିଙ୍ଗକୁ ଦାୟୀ କରିଛନ୍ତି।
ସୂଚନାଯୋଗ୍ୟ, ସୋମବାର ସକାଳ ପ୍ରାୟ ୯ଟା ବେଳେ ସେ ନିଜ ସ୍ତ୍ରୀଙ୍କ ସହ ଜିଲାର ମାମ୍ରାମ ଅଞ୍ଚଳରେ କାମ କରିବାକୁ ଯାଉଥିବା ବେଳେ ଏକ ଗ୍ୟାଙ୍ଗ ସଞ୍ଜିତଙ୍କୁ ଧରିଥିଲା। ସ୍ତ୍ରୀଙ୍କ ଆଗରେ ତାଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିଲା। ହତ୍ୟା ପରେ ଏହି ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ଏବଂ ପୋଲିସ ତୀକ୍ଷ୍ଣ ନଜର ରଖିଛି। ଘଟଣା ପରେ ଘଟଣାସ୍ଥଳରୁ ପଳାଇଥିବା ଅଭିଯୁକ୍ତକୁ ଖୋଜିବା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଛି। ଆରଏସଏସ କର୍ମଚାରୀଙ୍କ ହତ୍ୟାକୁ ନିନ୍ଦା କରି ଭାଜପା ରାଜ୍ୟ ସଭାପତି କେ ସୁରେନ୍ଦ୍ରନ କହିଛନ୍ତି ଯେ, ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ଏବଂ ରାଜ୍ୟରେ ଏଭଳି ଘଟଣା ଘଟିବାକୁ ପୋଲିସ ଏବଂ ପିନାରାଇ ବିଜୟନ ନେତୃତ୍ୱାଧୀନ ସରକାରଙ୍କ ବିଫଳତାକୁ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri