Posted inଜାତୀୟ

ସବୁ ଅଭିଯୁକ୍ତ ଦୋଷମୁକ୍ତ

ବେଙ୍ଗାଲୁରୁ,୧୨ା୧୧: ଆର୍‌ଟିଆଇ କର୍ମୀ ତଥା ‘ମହାପ୍ରଚଣ୍ଡ’ ଖବରକାଗଜର ସମ୍ପାଦକ ଲିଙ୍ଗାରାଜୁ ହତ୍ୟା ମାମଲାରେ ଉପଯୁକ୍ତ ତଥ୍ୟ ପ୍ରମାଣ ଅଭାବରୁ କର୍ନାଟକ ହାଇକୋର୍ଟ ସମସ୍ତ ୧୨ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୧୨ ନଭେମ୍ବର ୧୨ରେ ଲିଙ୍ଗାରାଜୁଙ୍କୁ ୩ ଜଣ ସଶସ୍ତ୍ର ବ୍ୟକ୍ତି ହତ୍ୟା କରିଥିଲେ। ପୋଲିସ ମୋଟ ୧୨ ଅଭିଯୁକ୍ତଙ୍କ ନାଁରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ୨୦୨୦ ଅକ୍ଟୋବର ୨୮ରେ ବେଙ୍ଗାଲୁରୁର ଅତିରିକ୍ତ ସେସନ୍ସ କୋର୍ଟ ଅଭିଯୁକ୍ତମାନଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡ ଦେଇଥିଲେ। ଏହି ଦଣ୍ଡାଦେଶକୁ ସେମାନେ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଆରଏସ-କଂଗ୍ରେସ ଉଭୟ ତେଲେଙ୍ଗାନା ପାଇଁ ବିପଜ୍ଜନକ: ପ୍ରଧାନମନ୍ତ୍ରୀ…

ଓ୍ବାରଙ୍ଗଲ,୮।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତେଲେଙ୍ଗାନାର ୱାରଙ୍ଗାଲ ଗସ୍ତରେ ଅଛନ୍ତି। ସେ ସକାଳେ ତେଲେଙ୍ଗାନାର ୱାରଙ୍ଗାଲରେ ପହଞ୍ଚିବା ପରେ ଭଦ୍ରକାଳୀ ମନ୍ଦିରରେ ପୂଜାର୍ଚ୍ଚନା...

ତାମିଲନାଡୁର ବହିଷ୍କୃତ ଏଡିଜିପି ରାଜେଶ ଦାସ ଯୌନ ନିର୍ଯ୍ୟାତନା ମାମଲାରେ ଦୋଷୀ ସାବ୍ୟସ୍ତ

ଚେନ୍ନାଇ,୧୬।୬: ତାମିଲନାଡୁର ବହିଷ୍କୃତ ଏଡିଜିପି ରାଜେଶ ଦାସ ତାଙ୍କ ସହକର୍ମୀ ମହିଳା ଅଧିକାରୀଙ୍କୁ ଯୌନ ନିର୍ଯ୍ୟାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏବେ ଏହି ମାମଲାରେ ସେ...

କୁସ୍ତିଯୋଦ୍ଧାଙ୍କ ସପକ୍ଷରେ ବାହାରି କେନ୍ଦ୍ରକୁ ଟାର୍ଗେଟ କଲେ ସିଦ୍ଧୁ

ନୂଆଦିଲ୍ଲୀ,୪।୫: ଦିଲ୍ଲୀର ଯନ୍ତରମନ୍ତରରେ ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ)ର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦୀର୍ଘ ଦିନ ଧରି କୁସ୍ତିଯୋଦ୍ଧାମାନେ ଧାରଣାରେ...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

କ୍ୟାବିନେଟ୍‌ ନିଷ୍ପତ୍ତି: ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳ ୧୧ ମାସ ବଢ଼ିଲା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆଉ ୧୧ ମାସ ବୃଦ୍ଧି କରିଛନ୍ତି। ଫଳରେ ଏହି କମିଶନ ଆସନ୍ତାବର୍ଷ ଅକ୍ଟୋବର ୩୦ ପର୍ଯ୍ୟନ୍ତ...

କେହି ଖାଲି ପେଟରେ ନ ଶୁଅନ୍ତୁ: କେନ୍ଦ୍ର ସରକାରଙ୍କୁ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୧୨ : କରୋନା ମହାମାରୀ ପରେ ଲୋକଙ୍କ ରୋଜଗାର ଏବଂ ଖାଇବା ପିଇବାକୁ ନେଇ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଏକ ଆବେଦନ ଉପରେ ବିଚାର...

ପ୍ରଧାନମନ୍ତ୍ରୀ ପୂରା ଦେଶର, ଏଥିପାଇଁ ଚିନ୍ତିତ ଥିଲି:ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୧: ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ରାଜନୀତି ଥମିବାର ନାଁ ନେଉନାହିଁ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ସମ୍ପର୍କରେ ସୂଚନା ପଞ୍ଜାବର...

ସିଡିଏସ୍‌ ପରୀକ୍ଷାରେ ଉତ୍ତରାଖଣ୍ଡର ହିମାଂଶୁ ଟପ୍ପର

ନୈନିତାଲ,୬।୬: ମିଳିତ ପ୍ରତିରକ୍ଷା ସେବା (ସିଡିଏସ୍‌) ପରୀକ୍ଷାରେ ଉତ୍ତରାଖଣ୍ଡର ହଲଦ୍ୱାନି ଅଞ୍ଚଳର ହିମାଂଶୁ ପାଣ୍ଡେ(୨୨) ସର୍ବଭାରତୀୟସ୍ତରରେ ଟପ୍ପର ହୋଇଛନ୍ତି। କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସ୍‌ସି) ପରିଚାଳିତ...

Advertisement
Archives

Model This Week