କଲିଙ୍ଗ୍ ବେଲ୍ ବଜାଇ ଡାକିଲେ; ହାତଗୋଡ଼ ବାନ୍ଧି ଲୁଟି ନେଲେ ସୁନା ଗହଣା

ବରଗଡ, ୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ନିଗମାନନ୍ଦ ବିହାର ଗଳି ନମ୍ବର-୭ ନିବାସୀ ସ୍ଵର୍ଗତ ଦିଲ୍ଲିପ ସାହୁଙ୍କ ଘରେ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ଜଣେ ଯୁବତୀଙ୍କ ହାତଗୋଡ଼ ବାନ୍ଧି ବିପୁଳ ପରିମାଣରେ ସୁନା ଗହଣା ଲୁଟ୍ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ ସ୍ଵର୍ଗତ ସାହୁଙ୍କ ପତ୍ନୀ ଏବଂ ଜଣେ ଝିଅ ଅଟୋରେ ବାହାରକୁ ଯାଇଥିବା ବେଳେ ଅନ୍ୟ ଝିଅ ଘରେ ଏକାକୀ ଥିଲେ। ତେବେ ସଂଧ୍ୟା ପ୍ରାୟ ୭ଟାରେ ୨ଯୁବକ ତାଙ୍କ ଘରକୁ ଆସି କଲିଙ୍ଗ ବେଲ ବଜାଇ ଥିଲେ। ଘରେ ଥିବା ଝିଅ କବାଟ ଖୋଲିବା ପରେ ସମ୍ପୃକ୍ତ ୨ ଯୁବକ ତାଙ୍କ ହାତଗୋଡ଼ କପଡ଼ାରେ ବାନ୍ଧି ତଳେ ପକାଇ ଦେଇଥିଲେ ଏବଂ ଘରେ ଥିବା ସବୁ ସୁନା ଗହଣା ଲୁଟି ନେଇ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri