ଆଜି ପୁଣି ଧାରଣାରେ ରୁଚିକାଙ୍କ ମା’

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଆଜି ପୁଣି ରୁଚିକାଙ୍କ ମା’ ଧାରଣାରେ ବସିଛନ୍ତି। ରୁଚିକାଙ୍କ ମୃତ୍ୟୁକୁ ୧୧ଦିନ ପୁରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ପୋଲିସ ହାତରେ ଠୋସ ପ୍ରମାଣ ଲାଗିିନାହିଁ। ଯାହାକୁ ବିରୋଧ କରି ରୁଚିକାଙ୍କ ମାଆ ଅନଶନ ଜାରି ରଖିଛନ୍ତି। ।

ଆଜି ଏକାଦଶ କର୍ମ ଥିବାରୁ ସେ ଗାଁକୁ ଯାଇ କର୍ମ ସାରିବେ ଏବଂ ସେଠାରୁ ଫେରି ପୁଣି ଆନ୍ଦୋଳନରେ ବସିବେ ବୋଲି ସୂଚନା ମିଳିଛି । ପୂର୍ବରୁ ରୁଚିକାଙ୍କ ମା’ ବିଜେବି କଲେଜ ସମ୍ମୁଖରେ ଦଶାହ ଏବଂ ଏକାଦଶ କର୍ମ କରିବା ପାଇଁ ସ୍ଥିର କରିଥିଲେ । କିନ୍ତୁ ଗତକାଲି ରୁଚିକାଙ୍କ ମାଆ ଧାରଣା ଦେଇଥିବା ବେଳେ ଜୋରଜବରଦସ୍ତ ପୋଲିସ ତାଙ୍କୁ ଉଠାଇ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାନବ ସେବା ଆଧ୍ୟାତ୍ମିକତାର ପ୍ରସାରିତ ରୂପ: ରାଜ୍ୟପାଳ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସେବାର ସୀମା ସରହଦ୍‌ ନାହିଁ। ଏହା କୌଣସି ମନୁଷ୍ୟକୃତ ବିଭେଦକୁ ସ୍ବୀକାର କରେ ନାହିଁ। ମାନବ ସେବା ହେଉଛି ଆଧ୍ୟାତ୍ମିକତାର ପ୍ରସାରିତ ରୂପ।...

ଆକଳନ କରିପାରୁ ନାହାନ୍ତି ସିଡିଏମ୍‌ଓ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କୋଭିଡ୍‌-୧୯ର ଦ୍ୱିତୀୟ ଲହର ସମଗ୍ର ଦେଶରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତର ପ୍ରଦେଶ, ଛତିଶଗଡ଼ ଭଳି ରାଜ୍ୟରେ ଗୁରୁତର ସଂକ୍ରମିତଙ୍କୁ...

ବିଡିଓଙ୍କୁ ବଦଳି ଦାବିରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ପତ୍ର

ଖଇରପୁଟ,୧୩ା୧୨(ଡି.ଏନ୍‌.ଏ: ମାଲକାନଗିରି ଜିଲା ଖଇରପୁଟ ବିଡିଓ ବିଶ୍ୱଜିତ୍‌ ବର୍ମନଙ୍କ ବିରୋଧରେ ଦୁନୀତି ଓ ଲୋକ ପ୍ରତିନିଧିଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ତାଙ୍କୁ...

ଖସିବାରେ ଲାଗିଛି ପାରଦ, ଥରୁଛି ଓଡ଼ିଶା

ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ବଢ଼ିଲାଣି ଶୀତ। ତଳକୁ ଖସିବାରେ ଲାଗିଛି ପାରଦ। ଶନିବାର ୧୯ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା...

‘ଅନ୍ଧ ପରମ୍ପରା ଉଚ୍ଛେଦ ହେବ’:ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୬-୧୧:ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା...

କାର୍ଯ୍ୟକ୍ଷମ ହେଉନି ଦୁଗ୍ଧ ଶୀତଳୀକରଣ କେନ୍ଦ୍ର

ଛେଣ୍ଡିପଦା,୧୨।୧୧(ସ୍ବ.ପ୍ର.) ଦୁଗ୍ଧ ଉତ୍ପାଦନ ବଢ଼ାଇବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗ୍ରାମାଞ୍ଚଳର ଦୁଗ୍ଧ ଚାଷୀମାନଙ୍କୁ ଅଧିକରୁ ଅଧିକ ଗୋପାଳନ ପାଇଁ ପ୍ରୋତ୍ସାହିତ କରୁଛନ୍ତି। ବ୍ୟାଙ୍କ...

ବାହୁଡୁଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାପ୍ରଭୁ। ସେଥିପାଇଁ ସଅଳ ନୀତିକାନ୍ତି ପରେ ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ...

ଆଜିଠୁ ୧୮ ନଂ. ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): ଯାତ୍ରୀଙ୍କ ଦାବିକୁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି ମୋ ବସ୍‌ ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌)। କରୋନା ସମୟରେ...

Advertisement
Archives

Model This Week