ସୋମବାର ରିଲିଜ୍ ହେବ ‘ରୁଦ୍ର: ଦ ଏଜ ଅଫ୍ ଡାର୍କ ନେସର’ ଟ୍ରେଲର

ମୁମ୍ବାଇ: ଅଭିନେତା ଅଜୟ ଦେବଗନଙ୍କ ୱେବ ସିରିଜ ‘ରୁଦ: ଦ ଏଜ ଅଫ୍ ଡାର୍କନେସ’ର ନିର୍ମାତାମାନେ ଏକ ପୋଷ୍ଟର ଜାରି କରିଛନ୍ତି । ଯେଉଁଥିରେ ଅଭିନେତା ଓଭରହେଡ ସର୍ଟରେ ନଜର ଆସିଛନ୍ତି । ଏହାର ଟ୍ରେଲର ସୋମବାର ରିଲିଜ୍ କରାଯିବ । ୱେବ ସିରିଜକୁ ୬ ଭାଗରେ ବଣ୍ଟା ଯାଇଛି । ଯାହାକୁ ଅଜୟ ଦେବଗନ ଆରମ୍ଭ କରିଛନ୍ତି । ଏହା ବିବିସିର ହିଟ ସିରିଜ ଲୁଥର ଉପରେ ଆଧାରିତ । ଯେଉଁଥିରେ ଇଦରିସ ଏଲ୍‌ବା ଅଭିନୟ କରିଛନ୍ତି । ଏହା ଡିଜନି ପ୍ଲସ ହଟଷ୍ଟାରରେ ରିଲିଜ୍ କରାଯିବ ।
ଷ୍ଟ୍ରିମିଂ ପ୍ଲାଟଫର୍ମରେ ନିଜର ଇନଷ୍ଟାଗ୍ରାମରେ ରିଲିଜ ହୋଇଥିବା ପୋଷ୍ଟର ଶେୟାର କରାଯାଇଛି । ଯେଉଁଥିରେ କ୍ୟାପଶନରେ ଲେଖାଯାଇଛି ଆଇନ ଭାଙ୍ଗିବା ଲାକଙ୍କୁ ଭାଙ୍ଗିବାକୁ ଆସୁଛି ରୁଦ୍ର ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri