ବ୍ରହ୍ମପୁର ଏମପିଙ୍କ ଛତ୍ରପୁର ଏନଏସି ପ୍ରତିନିଧି ହେଲେ ରୁଇନା ପଟ୍ଟନାୟକ

ଛତ୍ରପୁର, ୨୦।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ଏନଏସି ପ୍ରତିନିଧି ଭାବେ ଦିପ୍ତୀଶ ପଟ୍ଟନାୟକ(ରୁଇନା) ମନୋନୀତ ହୋଇଛନ୍ତି। ଏ ସମ୍ପର୍ଜରେ ଏମପି ଚିଠି କରି ଛତ୍ରପୁର ଏନଏସି ନିର୍ବାହୀ ଅଧିକାରୀଙ୍କୁ ଅବଗତ କରିଛନ୍ତି । ଏନେଇ ବ୍ରହ୍ମପୁର ଏମପିଙ୍କୁ ରୁଈନା କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି।

ଏମ୍‌ପି ପ୍ରତିନିଧି ଭାବେ ଦାୟିତ୍ୱ ମିଳିବା ପରେ ଶ୍ରୀ ପଟ୍ଟନାୟକ ଛତ୍ରପୁର ଏନଏସିର ପ୍ରତ୍ୟେକ ସମସ୍ୟାର ସମାଧାନ କିପରି କରାଯିବ ସେଥିପାଇଁ ସେ ନିଷ୍ଠାର ସହ କାର୍ଯ୍ୟ କରିବେ ବୋଲି କହିଛନ୍ତି । ଶ୍ରୀ ପଟ୍ଟନାୟକ ଦୀର୍ଘବର୍ଷ ହେବ ଭାରତୀୟ ଜନତା ପାର୍ଟିରେ ରହି ଜନସାଧାରଣଙ୍କ ହିତରେ ନିଃସ୍ବାର୍ଥପର ଭାବେ କାର୍ଯ୍ୟ କରି ଆସୁଛନ୍ତି। ତା’ସହ ଦଳରେ ରହି ପ୍ରମୁଖ ଭୂମିକା ମଧ୍ୟ ତୁଲାଇ ଆସୁଛନ୍ତି । ତେଣୁ ଦଳ ତାଙ୍କୁ ଏମ୍‌ପି ପ୍ରତିନିଧି ଭାବେ ମନୋନୀତ କରାଯାଇଥିବାରୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?