ୟଶ୍‌ଙ୍କ ନାୟିକା ସାଜିବେ ରୁକ୍ମିଣୀ

ହାଇଦ୍ରାବାଦ: ଆସନ୍ତା ଅକ୍ଟୋବର ୨ ତାରିଖରେ ଅଭିନେତା ରିସଭ ସେଟ୍ଟୀଙ୍କର ବହୁ ପ୍ରତୀକ୍ଷିତ ‘କାନ୍ତାରା ଚାପ୍ଟର ୧’ ଫିଲ୍ମ ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମରେ ଅଭିନେତ୍ରୀ ରୁକ୍ମିଣୀ ବସନ୍ତ ମୁଖ୍ୟ ଭୂମିକାରେ ନଜରକୁ ଆସିବେ। ସୋମବାର ‘କାନ୍ତାରା ଚାପ୍ଟର ୧’ର ଟ୍ରେଲରକୁ ଜାରି କରାଯାଇଛି। ତେବେ ‘କେଜିଏଫ୍‌’ ଫେମ୍‌ ସୁପରଷ୍ଟାର ୟଶଙ୍କ ଆଗାମୀ ଫିଲ୍ମ ‘ଟକ୍ସିକ୍‌’ରେ ରୁକ୍ମିଣୀ ନଜରକୁ ଆସିବେ ବୋଲି ଏକ ରିପୋର୍ଟ ପ୍ରକାଶ ପାଇଛି। ଉକ୍ତ ଫିଲ୍ମରେ ରୁକ୍ମିଣୀ ୟଶ୍‌ଙ୍କ ନାୟିକା ସାଜିବେ। ୨୦୨୬ ମାର୍ଚ୍ଚ ୧୯ରେ ତାମିଲ ତେଲୁଗୁ, ମାଲୟାଲମ, କନ୍ନଡ, ହିନ୍ଦୀ ଏବଂ ଇଂଲିଶ ଆଦି ୬ଟି ଭାଷାରେ ‘ଟକ୍ସିକ୍‌’ ଫିଲ୍ମ ମୁକ୍ତିଲାଭ କରିବ। ମୁଖ୍ୟତଃ କନ୍ନଡ଼, ତାମିଲ ଏବଂ ତେଲୁଗୁ ଫିଲ୍ମ ଜଗତରେ ନିଜ ଅଭିନୟର ଦକ୍ଷତା ଦେଖାଇଥିବା ରୁକ୍ମିଣୀ ୨୦୧୯ରେ କନ୍ନଡ଼ ଫିଲ୍ମ ‘ବୀରବଲ’ ଜରିଆରେ ଫିଲ୍ମ ଜଗତରେ ଡେବ୍ୟୁ କରିଥିଲେ। ୨୦୨୩ରେ କନ୍ନଡ଼ ଭାଷାରେ ରିଲିଜ୍‌ ହୋଇଥିବା ରୋମାଣ୍ଟିକ କମେଡି ଡ୍ରାମା ଫିଲ୍ମ ‘ସାଗରଚାଦେ ଏଲୋ: ସାଇଡ୍‌ ଏ’ ପାଇଁ ସେ ଶ୍ରେଷ୍ଠ ଅଭିନେତ୍ରୀ (କନ୍ନଡ଼) ଭାବେ ଫିଲ୍ମ ଫେୟାର କ୍ରିଟିକ୍ସ ଆଓ୍ବାର୍ଡ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

Union Budget 2026-27: ଲୋକ ସଭାରେ ବଜେଟ ଭାଷଣ ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରୁଛନ୍ତି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ ନୂତନ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

Budget 2026: ବଜେଟ ଉପସ୍ଥାପନ ପୂର୍ବରୁ ଚର୍ଚ୍ଚାରେ ନିର୍ମଳା ସୀତାରାମନ୍‌ଙ୍କ ବଜେଟ ଲୁକ୍‌, ଏଥର କଟ୍ଟମ କାଞ୍ଚିଭରମ

ନୂଆଦିଲ୍ଲୀ,୧।୨: ପ୍ରତିବର୍ଷ ବଜେଟରେ ଦେଶର ଧ୍ୟାନ କେବଳ ଆର୍ଥିକ ତଥ୍ୟ ଉପରେ ନୁହେଁ ବରଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ପାରମ୍ପରିକ ପୋଷାକ ଉପରେ ମଧ୍ୟ କେନ୍ଦ୍ରିତ ହୁଏ।…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri