ବିନା ଭକ୍ତରେ ଗଡ଼ିବ ରୁକୁଣା ରଥଯାତ୍ରା!

ଭୁବନେଶ୍ୱର,୮।୪(ବ୍ୟୁରୋ): ଚଳିତ ବର୍ଷ ପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ନେଇ ଲାଗିରହିଛି ଅନିଶ୍ଚିତତା। ଗୁରୁବାର ବିଡିଏ କାର୍ଯ୍ୟାଳୟରେ ୪ ନିଯୋଗ ଓ ବିଏମ୍‌ସି କମିଶନରଙ୍କୁ ନେଇ ଏକ ଗୁରୁତ୍ୱପୂବର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ଲିଙ୍ଗରାଜ ରୁକୁଣା ରଥଯାତ୍ରା ଆୟୋଜନ ନେଇ ଆଲୋଚନା ହୋଇଥିଲା। ତେବେ ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଚଳିତ ଥର ବିନା ଭକ୍ତରେ ଏହି ରଥଯାତ୍ରା ଆୟୋଜନ କରାଯାଉ ବୋଲି ସେବାୟତ ଦାବି କରିଛନ୍ତି। ବୈଠକ ପରେ ଏନେଇ ବିଏମ୍‌ସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି। ଅନ୍ୟପଟେ ରୁକୁଣା ରଥଯାତ୍ରା ନେଇ ବ୍ଲୁ-ପ୍ରିଣ୍ଟ ମଧ୍ୟ ପ୍ରସ୍ତୁତ କରାଯିବା ସହ ବିନା ଭକ୍ତରେ ଏହି ଆୟୋଜନ ପାଇଁ ଲକ୍ଷ୍ୟ ରଖାଯାଇଛି। କେବଳ ସରକାରଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି। ଏଥିସହ ଯେଉଁ ପାଳିଆ ସେବାୟତ ରଥ ଟାଣିବେ ସେମାନଙ୍କର କୋଭିଡ ଟେଷ୍ଟ କରାଯିବ ବୋଲି ବିଏମ୍‌ସି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରେଇ ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ସୋମବାର ଯାଜପୁର କୋରେଇ ଷ୍ଟେଶନରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହୁଥିବା ବେଳେ ପୂର୍ବତଟ ରେଳ...

ବେଙ୍ଗଲ-ଓଡ଼ିଶା ସୀମାରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମେଡିକାଲ କଲେଜ, ଇଞ୍ଜିନିୟରିଂ କଲେଜଠାରୁ ଆରମ୍ଭ କରି ବିଭିନ୍ନ ଶିକ୍ଷାନୁଷ୍ଠାନରେ ନାମ ଲେଖାଇ ଦେବାକୁ କହି ଛାତ୍ରୀଛାତ୍ରଙ୍କୁ ଠକୁଥିବା ଜଣେ ଯୁବକଙ୍କୁ ସୋମବାର କମିଶନରେଟ୍‌...

ଦେଶରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୨ ପ୍ରତିଶତ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ଦେଶର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୨ ପ୍ରତିଶତ ରହିଛି। ଏହା ପୃଥିବୀରେ ସବୁଠାରୁ କମ୍‌ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ...

ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ

ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍‌ ବାଳକ ବିଦ୍ୟାଳୟ...

୧୦୦ କୋଟି ଦାନ କରିବେ ଲକ୍ଷ୍ମୀ ମିତ୍ତଲ

ଲଣ୍ଡନ,୨ା୪(ପି.ଟି.): ପ୍ରବାସୀ ଭାରତୀୟ କୋଟିପତି ଲକ୍ଷ୍ମୀ ଏନ୍‌. ମିତ୍ତଲ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଠିତ ପିଏମ୍‌-କେୟାର୍ସ ପାଣ୍ଠିକୁ ୧୦୦ କୋଟି ଟଙ୍କା ଦାନ କରିବେ ବୋଲି ଘୋଷଣା...

ସକ୍ରିୟ ମାମଲା ୨୭ ହଜାର ତଳେ…

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଛେରାପହଁରା ନୀତି ଶେଷ: ଏବେ ଗଡିବ ରଥ

ପୁରୀ ଅଫିସ୍‌,୧୨।୭: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି...

ବଦଳିଲେ ୬୦ ପୋଲିସ ଏସ୍‌ଆଇ-ଏଏସ୍‌ଆଇ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଭୁବନେଶ୍ୱରର ବିଭିନ୍ନ ଥାନାର ୬୦ଜଣ ଏସ୍‌ଆଇ ଏବଂ ଏଏସ୍‌ଆଇମାନଙ୍କ ମଧ୍ୟରେ ଅଦଳବଦଳ କରାଯାଇଛି। କ୍ୟାପିଟାଲ ଥାନାରୁ ଏସ୍‌ଆଇ ସନ୍ତୋଷିନୀ ବେହେରା ସହିଦନଗର ଯାଇଥିବା ବେଳେ...

Advertisement
Archives

Model This Week