Posted inଜାତୀୟ

ଉତ୍ତରପ୍ରଦେଶରେ ଆଇନର ଶାସନ ଭୁଶୁଡ଼ିପଡ଼ିଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୪: ଉତ୍ତରପ୍ରଦେଶରେ ଆଇନର ଶାସନ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସଞ୍ଜୀବ ଖାନ୍ନା, ଜଷ୍ଟିସ୍‌ ସଞ୍ଜୟ କୁମାର ଏବଂ କେ.ଭି. ବିଶ୍ୱନାଥନ୍‌ଙ୍କ ଖଣ୍ଡପୀଠ ରାଜ୍ୟ ପୋଲିସ ଦାଏର କରିଥିବା ଦଓ୍ବୋନୀ ମାମଲାଗୁଡ଼ିକର ଏତଲା ଦେଖିବା ପରେ ଏଭଳି ଟିପ୍ପଣୀ ଦେଇଛନ୍ତି। ଦଓ୍ବୋନୀ ବିବାଦରେ ଆପରାଧିକ ଆଇନ କ’ଣ ପାଇଁ ଲାଗୁ କରାଯାଇଛି, ସତ୍ୟପାଠ ଜରିଆରେ ଜବାବ ରଖିବା ପାଇଁ ଖଣ୍ଡପୀଠ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକ, ଗୌତମବୁଦ୍ଧ ନଗର ଜିଲା ଥାନାର ଷ୍ଟେଶନ ହାଉସ୍‌ ଅଫିସରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସିଭିଲ୍‌ ମାମଲାକୁ କ୍ରିମିନାଲ ମାମଲାରେ ବଦଳାଇବା ଗ୍ରହଣୀୟ ନୁହେଁ ବୋଲି ସିଜେଆଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

ପବନ ଖେରାଙ୍କୁ ବଡ଼ ଆଶ୍ୱସ୍ତି: ଏବେ ତାଙ୍କୁ ଗିରଫ କରିବ ନାହିଁ ଆସାମ ପୋଲିସ

ନୂଆଦିଲ୍ଲୀ,୧।୫: କଂଗ୍ରେସ ନେତା ପବନ ଖେରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଆସାମ ପୋଲିସ ଏବେ ପବନ ଖେରାଙ୍କୁ ଗିରଫ କରିପାରିବ ନାହିଁ। ପ୍ରକୃତରେ, ସୁପ୍ରିମକୋର୍ଟ ପବନ ଖେରାଙ୍କୁ…

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଭାଜପା, ଜାଣନ୍ତୁ କ’ଣ ଏହାର କାରଣ

କୋଲକାତା,୧।୫: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ମେ ୪ ତାରିଖରେ ଘୋଷଣା ହେବାକୁ ଯାଉଛି। ପଶ୍ଚିମବଙ୍ଗ ଭାଜପା ପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ।…

କର୍ମସିୟାଲ ପରେ ଏବେ ‘ଛୋଟୁ’ର ବି ବଢିଲା ଦାମ୍‌, ମହଙ୍ଗା ହେଲା ୫ ଲିଟର ସିଲିଣ୍ଡର

ନୂଆଦିଲ୍ଲୀ,୧।୫: ମାସର ପ୍ରଥମ ଦିନରେ, ତୈଳ କମ୍ପାନୀଗୁଡ଼ିକ ବାଣଜି୍ୟକ ଗ୍ୟାସ ସିଲିଣ୍ଡରର ସମାନ ମୂଲ୍ୟ ବୃଦ୍ଧି ପରେ ୫ କିଲୋଗ୍ରାମ ଫ୍ରି ଟ୍ରେଡ ଏଲପିଜି (FTL) ସିଲିଣ୍ଡରର…

ଅଧରାତିରେ ଷ୍ଟ୍ରଙ୍ଗ୍‌ ରୁମ୍‌ ଭିତରେ ପଶିଲେ ମମତା: ୩ ଘଣ୍ଟା ପରେ ସେଠାରୁ ବାହାରି କହିଲେ, ଜୀବନ-ମୃତ୍ୟୁ…

କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ…

ଆଜିଠାରୁ ପରିବର୍ତ୍ତନ ହେଲା ଦେଶରେ ଏହିସବୁ ନିୟମ: ଆପଣଙ୍କ ପକେଟ ଉପରେ କେତେ ପ୍ରଭାବ ପକାଇବ, ଜାଣନ୍ତୁ…

ନୂଆଦିଲ୍ଲୀ,୧।୫: ମେ ୧ ତାରିଖରୁ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି। ଏଗୁଡ଼ିକ ଆପଣଙ୍କ ଘରର ରୋଷେଇ ଘର, ଯାତ୍ରା ଏବଂ ମୋବାଇଲ ଗେମିଂ ଉପରେ…

ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ବେଳେ ଅଶ୍ଳୀଳ ଭିଡିଓ ଚାଲିଲା,ଆଉ ତା’ପରେ…

ନୂଆଦିଲ୍ଲୀ,୩୦ା୪: ଦିଲ୍ଲୀ ହାଇକୋର୍ଟରେ ଭର୍ଚୁଆଲ ଶୁଣାଣି ଚାଲିଥିଲାବେଳେ ଏକ ଅଶ୍ଳୀଳ କଣ୍ଟେଣ୍ଟ ଚାଲିବାରୁ ଶୁଣାଣି ବାଧାପ୍ରାପ୍ତ ହୋଇଥିଲା। କୋର୍ଟରୁମ୍‌ରେ ସାଇବର ସୁରକ୍ଷାର ଉଲ୍ଲଂଘନକୁ ନେଇ ଚିନ୍ତା ପ୍ରକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri