ଶୂନ୍ୟକାଳରେ ଶାସକ- ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର,୨।୧୨: ବିଧାନସଭା ଶୂନ୍ୟକାଳରେ ଶାସକ- ବିରୋଧୀ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି। ବିରୋଧୀ ଦଳ ବିଧାୟକଙ୍କୁ କହିବାକୁ ସୁଯୋଗ ଦିଆଯାଉ ନଥିବା ଅଭିଯୋଗ ହୋଇଛି। ବାଚସ୍ପତି ପାତରଅନ୍ତର କରି ଭାଜପା ବିଧାୟକଙ୍କୁ ଅଧିକ ସମୟ ଦେଉଥିବା ଅଭିଯୋଗ ହେଉଛି। ଏହି ଅଭିଯୋଗ ଆଣିଛନ୍ତି ବିଜେଡି ଓ କଂଗ୍ରେସ ବିଧାୟକ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri