Posted inଫୁରସତ

ବିବାହ ନେଇ ଗୁଜବ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ନାୟିକା ରଶ୍ମିକା ମନ୍ଦାନାଙ୍କୁ ନେଇ ଏବେ ପୁଣି ଚର୍ଚ୍ଚା ଜୋର ଧରିଛି। ତେବେ ଏହି ଚର୍ଚ୍ଚା ରଶ୍ମିକାଙ୍କ କ୍ୟାରିୟର୍‌କୁ ନେଇକି ନୁହେଁ ବରଂ ତାଙ୍କ ମ୍ୟାରେଜ୍‌କୁ ନେଇ ଏବେ ବିଭିନ୍ନ ଗଣମାଧ୍ୟମରେ ନାନା ରକମର ଖବର ଛାପିବାରେ ଲାଗିଛି। ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକାଙ୍କ ଅନ୍‌ସ୍କ୍ରିନ୍‌ ଯୋଡ଼ି ସମସ୍ତଙ୍କୁ ପସନ୍ଦ। ଅନ୍ୟପକ୍ଷେ କହିବାକୁ ଗଲେ କପୁଲଙ୍କ ଯୋଡ଼ି ସିନେପ୍ରେମୀଙ୍କ ଫେଭରାଇଟ୍‌। ପୂର୍ବରୁ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଗୁଜବ ଇଣ୍ଡଷ୍ଟ୍ରିରେ ବ୍ୟାପି ଯାଇଥିଲା। ଏହି ଘଟଣାକୁ କିଛିଦିନ ବିତିଯିବା ପରେ ଏବେ ପୁଣି ରଶ୍ମିକା ଓ ବିଜୟଙ୍କ ସମ୍ପର୍କକୁ ନେଇ ଏକ ନୂଆ ଖବର ସାମ୍ନାକୁ ଆସିଛି। ଦୁହେଁ କୁଆଡ଼େ ବାହାହେବାକୁ ଯାଉଛନ୍ତି। ନିକଟରେ ରଶ୍ମିକା ଓ ବିଜୟଙ୍କ ପରିବାର ଏକ ହୋଟେଲରେ ଡିନର କରୁଥିବା ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବାରେ ଲାଗିଛି। ଭିଡିଓଟି ଖୁବ୍‌ ଭାଇରାଲ ହେଉଥିବାବେଳେ ଦୁହିଁଙ୍କ ପରିବାର ସେମାନଙ୍କ ବାହାଘର ପାଇଁ ପ୍ରସ୍ତୁତ ହେଉଥିବା କୁହାଯାଉଛି। ଏ ନେଇ ବିଜୟ କିମ୍ବା ରଶ୍ମିକା କୌଣସି ପ୍ରତିକ୍ରିୟା ରଖିନାହାନ୍ତି। ନିକଟରେ ରଶ୍ମିକା ଓ ରଣବୀର କପୁରଙ୍କ ଅଭିନୀତ ଫିଲ୍ମ ‘ଆନିମଲ୍‌’ର ଶୁଟିଂ ସରିଛଇି, ଯାହା ଅଗଷ୍ଟ ୧୧ରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri