Posted inଜାତୀୟ

ପ୍ରଣବ ମୁଖାର୍ଜୀଙ୍କୁ ନେଇ ଗୁଜବ

ନୂଆଦିଲ୍ଲୀ, ୧୩।୮: ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଗୁରୁବାର ସୋସିଆଲ୍‌ ମିଡ଼ିଆରେ ଗୁଜବ ପ୍ରଚାର ହେବାରେ ଲାଗିଛି। ଏହାକୁ ବିଶ୍ୱାସ ନ କରିବାକୁ ପ୍ରଣବଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ଏବଂ ପୁଅ ଅଭିିଜିତ୍‌ ମୁଖାର୍ଜୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପ୍ରଣବଙ୍କ ମୃତ୍ୟୁ ସମ୍ପର୍କରେ ପ୍ରଚାର କରାଯାଉଥିବା ଖବର ମିଥ୍ୟା ବୋଲି ସେମାନେ କହିଛନ୍ତି। ସେ ଏବେ ବି ସେନା ହସ୍ପିଟାଲରେ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଅଗଷ୍ଟ ୧୦ରେ ସେ ଦିଲ୍ଲୀ କ୍ୟାଣ୍ଟନ୍‌ମେଣ୍ଟସ୍ଥିତ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମସ୍ତିଷ୍କ ସର୍ଜରୀ କରାଯିବା ପୂର୍ବରୁ ସେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ତାଙ୍କର ଚିକିତ୍ସା ଜାରି ରହିଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

କାହାର ଟେନ୍‌ସନ ବଢ଼ାଇବେ ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ଦେଶରେ ଚହଳ

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବୈଜ୍ଞାନିକ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆରେ ଏକ ଭିଡିଓ ଲେୟାର କରିଛନ୍ତି। ଏହି ଭିଡିଓରେ ସେ ଦେଶର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri