କରୋନାରେ ଶାହାବୁଦ୍ଦିନ୍‌ଙ୍କ ପରଲୋକ ନେଇ ଗୁଜବ…

ନୂଆଦିଲ୍ଳୀ/ପାଟନା,୧।୫: କରୋନାରେ ଆକ୍ରାନ୍ତ ହୋଇ ବିହାରର ଆରଜେଡିର ପୂର୍ବତନ ଏମ୍‌ପି ମହମ୍ମଦ ଶାହାବୁଦ୍ଦିନ୍‌ଙ୍କ ପରଲୋକ ଘଟିଥିବା ନେଇ ଶନିବାର ଗୁଜବ ସୃଷ୍ଟି ହୋଇଛି। ସେ ଦିଲ୍ଲୀର ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ ଘଟିଥିବା ଏକ ଖବର ପ୍ରଚାର ହେବାରେ ଲାଗିଥିଲା। ତେବେ ଏହା ମିଥ୍ୟା ଖବର ବୋଲି ସୂଚନା ଦିଆଯାଇଛି। ତିହାର ଜେଲ୍‌ରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ଶହାବୁଦ୍ଦିନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବାରୁ ୨୦ ଏପ୍ରିଲ୍‌ରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନ ହେବାରୁ ଭେଣ୍ଟିଲେଟରରେ ରଖାଯାଇଛି। ତାଙ୍କ ଅବସ୍ଥା ଗୁରୁତର ରହିଛି। ବିଭିନ୍ନ ଗଣମାଧ୍ୟମ ଓ୍ବେବସାଇଟ୍‌ ଏବଂ ସୋସିଆଲ୍‌ ମିଡ଼ିଆରେ ଏଭଳି ଖବର ପ୍ରସାର ହେବା ପରେ ତୁରନ୍ତ ଏହାକୁ ଡିଲିଟ୍‌ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରର ୫ଜଣଙ୍କୁ ହତ୍ୟା

ଲକ୍ଷ୍ନୌ,୨୪।୪: ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଦୁର୍ବୃତ୍ତମାନେ ୨ ବର୍ଷର ଶିଶୁ କନ୍ୟା ସମେତ ପରିବାରର ୫ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକମାନେ ହେଲେ...

ଅଧରାତିରେ ମନ୍ଦିର କବାଟ ଖୋଲି ବିବାହ କଲେ ପ୍ରଶାସନିକ ଅଧିକାରୀ

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶର କୁଶିନଗରରେ ଜଣେ ପ୍ରଶାସନିକ ଅଧିକାରୀ ଶୁକ୍ରବାର ବିଳମ୍ବିତ ରାତିରେ ମନ୍ଦିରରେ ବିବାହ କରିଥିବା ଜଣାପଡ଼ିଛି। ମନ୍ଦିର ରାତିରେ ବନ୍ଦ ଥିବା ବେଳେ ନିୟମ...

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଲକ୍ଷ୍ନୌ,୮।୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସଜିଦ୍‌ ଜମି ବିବାଦ ମାମଲାର ରାୟ ଶୁଣାଣି ପରବର୍ତ୍ତୀ ଯେ କୌଣସି ଅପ୍ରୀତିକର ପରିସ୍ଥିତି ସହ ମୁକାବିଲା କରିବାକୁ ଉତ୍ତର...

କରୋନା ଯୁଦ୍ଧ: ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ଲକ୍ଷ ଦାନକଲେ ଅଭିନେତା ସବ୍ୟସାଚୀ

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଲିଉଡ୍‌ ଅଭିନେତା ଓ ଅଭିନେତ୍ରୀମାନେ ଅଣ୍ଟା ଭିଡିଛନ୍ତି। ଲୋକଙ୍କୁ ସଚେତନ କରିବା ସହ ଦାନ ମଧ୍ୟ କରୁଛନ୍ତି। ଶୁକ୍ରବାର...

ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ଯିବେ ଉଦ୍ଧବ

ମୁମ୍ବାଇ,୧୧ା୫ (ପି.ଟି.): କଂଗ୍ରେସ ଏହାର ପ୍ରାର୍ଥୀ ପ୍ରତ୍ୟାହାର କରିନେବ ବୋଲି ଘୋଷଣା କରିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ନିର୍ବାଚିତ...

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଡଙ୍ଗା ସହ ନଦୀରେ ବୁଡ଼ିଗଲେ ଭାଜପା ଏମ୍‌ପି

ପାଟନା,୩।୧୦: ବିହାର ପାଟନା ପାଟଳିପୁତ୍ରର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମକ୍ରିପାଲ ଯାଦବ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବୁଧବାର ଗାନ୍ଧୀ...

ପିପିଇ କିଟ୍‌ ଦାନ କରିବାକୁ ଅନୁରୋଧ କଲେ ସୋନାକ୍ଷୀ

ମୁମ୍ବାଇ: ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ନର୍ସ। ଏମାନେ ସିଧାସଳଖ କରୋନା...

ସଙ୍ଗରୋଧ କେନ୍ଦ୍ରରୁ ପ୍ରବାସୀ ଶ୍ରମିକ ଫେରାର

ନୟାଗଡ ଅଫିସ/ରଣପୁର,୧୧ା୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ବ୍ଲକ ମଝିଆଖଣ୍ଡ ପଞ୍ଚାୟତର ଏକ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ଶ୍ରମିକ ସୋମବାର ଫେରାର ହୋଇଯାଇଛନ୍ତି। ଲୋଧାଚୁଆ ଗଁାର...

Advertisement
Archives

Model This Week