ଟ୍ରମ୍ପ୍‌ ପୁଣି ଫେଲ୍‌: ଓ୍ବିସକୋନସିନ୍‌ ଭୋଟ ଗଣନାରେ ବାଇଡେନ୍‌ ବିଜୟୀ,ପାଣିରେ ପଡ଼ିଲା ୩୦ ଲକ୍ଷ ଡଲାର

ଓ୍ବାଶିଂଟନ,୩୦।୧୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆମେରିକା ରାଷ୍ଟ୍ରପତି ନିର୍ବାଚନ ବିରୋଧରେ କରିଥିବା ଦାବିରେ ପୁଣି ଅସଫଳ ହୋଇଛନ୍ତି। ସେ ଓ୍ବିସକୋନସିନ୍‌ ରାଜ୍ୟର ୨ଟି ବଡ଼ କାଉଣ୍ଟିର ଭୋଟ ଗଣନା ପୁଣିଥରେ କରିବାକୁ କହିଥିଲେ। ତେବେ ଏଥିରେ ମଧ୍ୟ ଟ୍ରମ୍ପ୍‌ଙ୍କୁ ସଫଳତା ମିଳିନାହିଁ। ଡେମୋକ୍ରାଟିକ୍‌ ପାର୍ଟିର ଜୋ ବାଇଡେନ୍‌ ଏହି କାଉଣ୍ଟିର ଭୋଟ ଗଣନା ପୁଣି ବିଜୟୀ ହୋଇଛନ୍ତି। ଭୋଟ ଗଣନା ପାଇଁ ୩୦ ଲକ୍ଷ ଡଲାର ଖର୍ଚ୍ଚ ହୋଇଥିବା କୁହାଯାଉଛି। ଟ୍ରମ୍ପ୍‌ ନିଜ ଜିଦ୍‌ରେ ଅଟଳ ରହିବାରୁ ଆମେରିକା ରାଜକୋଷର ଅର୍ଥ ପାଣିରେ ପଡ଼ିଥିବା ଚର୍ଚ୍ଚା ହେଉଛି। ତେବେ ଫଳାଫଳା ନେଇ ଟ୍ରମ୍ପ୍‌ କହିଛନ୍ତି। ଯେ, ଭୋଟଗଣତିରେ ନୁହେଁ ଏଠାରେ ମତଦାନରେ ଅନିୟମିତତା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ କହିବା ପଡ଼ିଲା ମହଙ୍ଗା: ଅୟାଜ ସିଦ୍ଧିକ୍‌ଙ୍କୁ ଦେଶଦ୍ରୋହୀ ଘୋଷଣା କରାଯିବା ନେଇ ପ୍ରସ୍ତୁତି ଆରମ୍ଭ

ଇସଲାମାବାଦ,୧।୧୧: କୁହାଯାଏ ସତ କହିବା ସବୁବେଳେ ଭଲ। ମାତ୍ର ପାକିସ୍ତାନରେ ସତ କହିଥିବା ସାଂସଦ ଅୟାଜ ସିଦ୍ଧିକ୍‌ଙ୍କୁ ଦେଶଦ୍ରୋହୀ ଘୋଷଣା କରାଯିବା ନେଇ ପ୍ରଧାନମନ୍ତ୍ରୀ ଇମ୍ରାନ୍‌...

ଆର୍ଥିକ କଟକଣାରୁ ରକ୍ଷା ପାଇବା ପାଇଁ ଆତଙ୍କବାଦୀଙ୍କୁ ଗିରଫ ନାଟକ କରୁଛି ପାକିସ୍ତାନ

ଇସଲାମାବାଦ୍‌, ୧୮।୮: ଆମେରିକା ପକ୍ଷରୁ ପାକିସ୍ତାନ ଉପରେ ଆର୍ଥିକ କଟକଣା ଜାରି କରାଯାଇଛି। ଏଥିରୁ ମୁକ୍ତି ପାଇବା ଲାଗି ପାକିସ୍ତାନ ଆତଙ୍କବାଦୀଙ୍କୁ ଗିରଫ କରିବା ନାଟକ...

ଗୋପନୀୟ ଦସ୍ତାବିଜ ରଖିବା ମାମଲା: ଶୀଘ୍ର ଶୁଣାଣି କରିବାକୁ ଦାବି କଲେ ଆମେରିକୀୟ ନ୍ୟାୟ ବିଭାଗ

ଓ୍ବାଶିଂଟନ୍‌,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ୍‌ ହାଉସର କିଛି ଗୋପନୀୟ ଦସ୍ତାବିଜ ବେଆଇନ ଭାବେ ଲୁଚାଇ ରଖିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।...

ପ୍ରତି ୩ରେ ଜଣେ ମହିଳା ପୀଡ଼ିତା

ନୂଆଦିଲ୍ଲୀ, ୧୧ା୩: ପୁରୁଷ ପ୍ରଧାନ ସମାଜରେ ନିର୍ଯାତନାରୁ ନିସ୍ତାର ପାଇନାହାନ୍ତି ମହିଳା। ଗୋଟିଏ କି ଦୁଇଟି ଦେଶ ନୁହେଁ, ସାରା ବିଶ୍ୱରେ ମହିଳାଙ୍କ ବିରୋଧରେ ହିଂସା...

ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ: ଭାରତର ଉଦ୍ୟମକୁ ଝଟକା, ଆମେରିକା କୋର୍ଟ ଅଭିଯୁକ୍ତ ତାହୱୁରଙ୍କ ପ୍ରତ୍ୟର୍ପଣକୁ କଲେ ସ୍ଥଗିତ…

ଓ୍ବାଶିଂଟନ,୨୨।୮ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନର ଆବେଦନକୁ ପ୍ରତ୍ୟାଖ୍ୟାନ କରି ମୂଳ ପାକିସ୍ତାନୀ କାନାଡାର ନାଗରିକ ବ୍ୟବସାୟୀ ତାହୱୁର ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ...

ମିଳିଲା ତୃତୀୟ ବୃହତ୍‌ ହୀରା

ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍‌ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍‌ର ଏହି ହୀରା...

‘ନିଆଁ ସହ ଖେଳୁଛି ଭାରତ’

ଇସ୍‌ଲାମାବାଦ,୬ା୮:ଭାରତୀୟ ପାର୍ଲାମେଣ୍ଟରେ ଦୁଇବର୍ଷ ତଳେ ନିଆଯାଇଥିବା ନିଷ୍ପତ୍ତିକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଓ ସେନାମୁଖ୍ୟ ଜେନେରାଲ କମାର ଜାଭେଦ ବାଜ୍‌ଓ୍ବା ନିନ୍ଦା କରିଛନ୍ତି। ଇମ୍ରାନ୍‌...

ପାକିସ୍ତାନ ନିର୍ବାଚନ ଆୟୋଗଙ୍କ କଡ଼ା ପଦକ୍ଷେପ: ସମ୍ପତ୍ତି ତଥ୍ୟ ନ ଦେବାରୁ ୨୭୧ ସାଂସଦ-ବିଧାୟକ ନିଲମ୍ବିତ…

ଇସଲାମାବାଦ,୧୭।୧ : ପାକିସ୍ତାନର ନିର୍ବାଚନ ଆୟୋଗ ସାଂସଦ ଓ ବିଧାୟକଙ୍କ ବିରୋଧରେ ସେମାନଙ୍କ ସମ୍ପତ୍ତିର ସବିଶେଷ ତଥ୍ୟ ଦାଖଲ ନ କରିବା ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ...

Advertisement
Archives

Model This Week