
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ମାଙ୍କଡ଼କୁ ଦେଖିବାକୁ ମିଳୁଛି। ମାଙ୍କଡ଼ ଛୁଆଟି ଦୌଡ଼ି ଦୌଡ଼ି ଆସି ଏକ କାଠ ଗଣ୍ଡି ଉପରେ ସର୍କସ କରୁଛି । ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Everyone is celebrating one billion vaccinations🤔 pic.twitter.com/bPTG6o6PXd
— Susanta Nanda IFS (@susantananda3) October 21, 2021