ହୋମ୍‌ଗାର୍ଡ ପାଇଁ ଚାଲିଥିଲା ଦୌଡ଼ ପରୀକ୍ଷା, ଅସୁସ୍ଥ ହୋଇପଡ଼ିଲେ ପରୀକ୍ଷାର୍ଥୀ

ଛତ୍ରପୁର,୧୪ା୯(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଛତ୍ରପୁରସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ହୋମଗାର୍ଡ ଇଣ୍ଟରଭ୍ୟୁ ଚାଲିଥିବା ବେଳେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ନିୟମ ଅନୁସାରେ ହୋମଗାର୍ଡ ପଦ ପାଇଁ ଦୌଡ଼ ପରୀକ୍ଷା କରାଯାଉଥିଲା। ଦୌଡ଼ ପରୀକ୍ଷା ବେଳେ ତାରସିଂଥାନା ଅଞ୍ଚଳର ଶିବରାମ ପ୍ରଧାନ ଅସୁସ୍ଥ ହୋଇପଡ଼ିଥିଲେ। ସେଠାରୁ ସଙ୍ଗେ ସଙ୍ଗେ ତାଙ୍କୁ ଛତ୍ରପୁର ମେଡିକାଲ ନିଆଯାଇଥିଲା। ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଥିଲା। ସେଠାରେ ସେ ଏବେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri