Posted inଫୁରସତ

ହାଇ ହିଲ୍‌ ପିନ୍ଧି ଏମିତି ଦୌଡ଼ିଲେ ଯୁବତୀ, ଦେଖିଲେ କହିବେ…

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଯିଏ ବି ହେଉ ନା କାହିଁକି ଆଶ୍ଚର୍ଯ୍ୟ ହୋଇଯିବ। କାରଣ ଏହି ଭିଡିଓରେ ଯୁବତୀ ଜଣକ ହାଇହିଲ୍‌ ପିନ୍ଧି ଖୁବ୍‌ ଜୋର୍‌ରେ ଦୌଡୁଛନ୍ତି। ତାହା ପୁଣି ଆବଡ଼ାଖାବଡ଼ା ରାସ୍ତାରେ। ସାଧାରଣତଃ ଯୁବତୀମାନେ ହାଇହିଲ୍‌ କିମ୍ବା ପେନ୍‌ସିଲ୍‌ ପିନ୍ଧିଲେ ଖୁବ୍‌ ସାବଧାନତାର ସହ ଚାଲିଥାନ୍ତି। ମାତ୍ର ଏହି ଯୁବତୀ ଜଣକ ଏପରି ଦୌଡୁଛନ୍ତି ଯେ, ତାଙ୍କର ଏହି ଲୁକ୍‌ ଦେଖି ୟୁଜରମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

କିଛି ୟୁଜର ଆଶ୍ଚର୍ଯ୍ୟ ହେବା ସହ କହିଛନ୍ତି କି ଶକ୍ତି! ବର୍ତ୍ତମାନ ସୁଦ୍ଧା ଏହି ଭିଡିଓକୁ ୬ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ସହର ପାଲ୍‌ଘର: କେବେ ଓ କେମିତି ଯିବେ; କ’ଣ ଦେଖିବେ

ମହାରାଷ୍ଟ୍ରସ୍ଥିତ ଏକ ଐତିହାସିକ ସହର ଭାବେ ପାଲ୍‌ଘର୍‌ର ସ୍ବତନ୍ତ୍ର ପରିଚୟ ରହିଛି। ପ୍ରାଚୀନ ମନ୍ଦିର, ଆକର୍ଷଣୀୟ ସମୁଦ୍ରତଟ ସାଙ୍ଗକୁ ଐତିହାସିକ କୀର୍ତ୍ତିରାଜିମାନ ଏହି ସହରର ମହତ୍ତ୍ୱକୁ...

୧୨ ବର୍ଷ ବୟସରେ ଡାଟା ବୈଜ୍ଞାନିକ ହେଲେ ୭ମ ଶ୍ରେଣୀର ଛାତ୍ର

ହାଇଦ୍ରାବାଦ,୨୬।୧୧:ହାଇଦ୍ରାବାଦର ୧୨ ବର୍ଷୀୟ ସିଦ୍ଧାର୍ଥ ଶ୍ରୀବାସ୍ତବ ପିଲ୍ଲାଇ ଏକ ନିଆରା କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏତେ କମ୍‌ ବୟସରୁ ସେ ଡାଟା ବୈଜ୍ଞାନିକ ହେବାର ସୌଭାଗ୍ୟ...

ମା’ର ମମତା: କୁକୁର ଛୁଆକୁ କ୍ଷୀର ପିଆଉଛି ଗାଈ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

ଦୋକାନରୁ ନିଜ ପାଇଁ ସ୍ବାମୀ କିଣି ଆଣିଲେ ଏହି ଯୁବତୀ, ସୋସିଆଲ ମିଡିଆରେ ଶେୟାର କଲେ ଲଭ୍‌ଷ୍ଟୋରୀ

ରୁଷିଆର ଜଣେ ୨୪ ବର୍ଷୀୟା ଯୁବତୀଙ୍କ ଅଜବ ପ୍ରେମ ସମ୍ପର୍କରେ ଜାଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ଏହି ଯୁବତୀ ଜଣଙ୍କ ମଣିଷ ପ୍ରତି...

ମନ୍ଦିରରେ ଠାକୁରଙ୍କୁ ମୁଣ୍ଡିଆ ନ ମାରି ଦିଆଯାଏ ତୋପ ସଲାମୀ…

ମନ୍ଦିରରେ ଠାକୁରଙ୍କୁ ମୁଣ୍ଡିଆ ମାରିବା ସହିତ ପୂଜାର୍ଚ୍ଚନା କରାଯାଇଥାଏ। ତେବେ ଏମିତି ଏକ ମନ୍ଦିର ରହିଛି ଯେଉଁଠି ଠାକୁରଙ୍କୁ ମୁଣ୍ଡିଆ ନ ମାରି ତୋପ ସଲାମୀ...

ଏସବୁ ଜିନିଷକୁ ଗୋଡ଼ ଲଗାଉଛନ୍ତି କି? ତା’ହେଲେ ହୋଇ ଯାଆନ୍ତୁ ସର୍ତକ,ନିଜ ଉପରେ ଆସିପାରେ ବିପତ୍ତି

ସାଧାରଣତଃ ଅଜାଣତରେ ବେଳେବେଳେ ଆମ ଗୋଡ଼ ଏଠି ସେଠି ବାଜିଯାଇଥାଏ। ହେଲେ ଆମେ ସେଥିପ୍ରତି ଏତେଟା ଧ୍ୟାନ ଦେଇ ନ ଥାଉ। କିଛି ଲୋକ ଜାଣିଶୁଣି...

ପ୍ରଥମ ରୋଜଗାର ଟଙ୍କାରେ ଠାକୁରଙ୍କ ପାଖେ କ୍ଷୀରସାଗର ଭୋଗ କରିଥିଲି: ଅମିୟବାଳା ପରିଡ଼ା

ବାପା ଯେହେତୁ ସେକ୍ରେଟାରିଏଟ୍‌ରେ ଚାକିରି କରୁଥିଲେ, ତେଣୁ ମୋ ଜନ୍ମ ଆଉ ପାଠପଢ଼ା ସବୁକିଛି ଭୁବନେଶ୍ୱରରେ ହୋଇଥିଲା। ୟୁନିଟ୍‌-୯ ବାଳିକା ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା...

ଜେଲ୍‌ରେ ରହିବା ପାଇଁ ବୃଦ୍ଧାବୃଦ୍ଧ କରୁଛନ୍ତି ଅପରାଧ

ଜାପାନରେ ବୟସ୍କ ବ୍ୟକ୍ତିମାନେ ବର୍ତ୍ତମାନ ସମୟରେ ଏକ ବିଚିତ୍ର ସମସ୍ୟା ଦେଇ ଗତିକରୁଛନ୍ତି। ଏଥିପାଇଁ ସେମାନେ ପ୍ରତିଦିନ କିଛି ନା କିଛି ଅପରାଧ କରି ଜେଲ୍‌...

Play 250+ Trending Games
Archives

Model This Week

Why Dharitri