ମେଟ୍ରୋରେ ଟମାଟୋ କିଲୋ ୭୨

ନୂଆଦିଲ୍ଲୀ,୧୪।୧୦: ଦେଶର ମେଟ୍ରୋ ସହରଗୁଡ଼ିକରେ ଟମାଟୋର ରିଟେଲ ଦର ୭୨ଟଙ୍କା ଛୁଇଁଛି। ଅଦିନିଆ ବର୍ଷା ଯୋଗୁ ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ର ଭଳି ରାଜ୍ୟଗୁଡ଼ିକରେ ଫସଲ ଉତ୍ପାଦନ ପ୍ରଭାବିତ ହୋଇଛି। ଯୋଗାଣରେ ସମସ୍ୟା ଯୋଗୁ ଟମାଟୋ ଦର ବଢ଼ିଥିବା ଜଣାପଡ଼ିଛି। କୋଲକାତାରେ ଦର ଗତ ମାସ ୩୮ ଟଙ୍କା ଥିବା ବେଳେ ଏହା ଏବେ ୭୨ ଟଙ୍କା ଛୁଇଁଛି। ପୂର୍ବରୁ ଦିଲ୍ଲୀ ଏବଂ ଚେନ୍ନାଇରେ ଦର ଯଥାକ୍ରମେ ୩୦ ଟଙ୍କା ଏବଂ ୨୦ ଟଙ୍କା ଥିବା ବେଳେ ଏହା ବର୍ତ୍ତମାନ ୫୭ ଟଙ୍କାରୁ ଉର୍ଦ୍ଧ୍ୱ ଟପିଛି। ସେହିଭଳି ପୂର୍ବ ମାସରେ ମୁମ୍ବାଇରେ ଏହା ୧୫ ଟଙ୍କା ଥିବା ବେଳେ ଏବେ ଏହା ୫୩ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟରେ ବିକ୍ରି ହେଉଥିବା ଖାଉଟି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର…

ବଦଳିଲା ଜମି-ଘର କିଣିବା ନିୟମ, ଏହି କାଗଜ ନ ଥିଲେ କରିପାରିବେନି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୬।୨: ଯଦି ଆପଣ ଉତ୍ତର ପ୍ରଦେଶରେ ରହୁଛନ୍ତି ଏବଂ ଜମି କିଣିବା ବିଷୟରେ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କୁ ଉତ୍ତର ପ୍ରଦେଶର ଏହି ଗୁରୁତ୍ୱପୂର୍ଣ୍ଣ ନିୟମଗୁଡ଼ିକ ବିଷୟରେ…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri