ଗ୍ରାମାଞ୍ଚଳ ଲୋକଙ୍କୁ ଆସନ୍ତା ୧୫ ଦିନ ପାଇଁ ସହରକୁ ଆସିବା ମନା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଜିଲାରେ ଗ୍ରାମାଞ୍ଚଳ ଲୋକଙ୍କୁ ଆସନ୍ତା ୧୫ ଦିନ ପାଇଁ ସହରକୁ ଆସିବାକୁ ବାରଣ କରାଯାଇଛି। ଶନିବାର ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି। କୌଣସି ଜରୁରୀ କାମ ନ ଥିଲେ ସହରକୁ ନ ଆସିବାକୁ ଜିଲାପାଳ ଗ୍ରାମାଞ୍ଚଳ ଲୋକଙ୍କୁ ଅନୁରୋଧ କରିଛନ୍ତି। ମାସ୍କ ପରିଧାନ, ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ହାତକୁ ଭଲଭାବେ ଧୋଇବା ପାଇଁ ମଧ୍ୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri